ଓଡ଼ିଶା ଇଣ୍ଡଷ୍ଟ୍ରିଜ୍‌ ଆସୋସିଏଶନର ଦିନିକିଆ କର୍ମଶାଳା

କଟକ,୨୧।୫:  ଓଡ଼ିଶା ଇଣ୍ଡଷ୍ଟ୍ରିଜ୍‌ ଆସୋସିଏଶନ (ଓଆଇଏ) ପକ୍ଷରୁ ଏକ ଦିନିକିଆ କର୍ମଶାଳା କଟକର ଜଗତପୁରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ରାଜ୍ୟରେ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ର ସ୍ଥିତି ସଂକ୍ରାନ୍ତୀୟ ଏକ ଆଲୋଚନାଚକ୍ରର ଆୟୋଜନ କରାଯାଇଥିଲା। ଅପରପକ୍ଷରେ ଓଆଇଏର ସଭାପତି ସୁଶାନ୍ତ କୁମାର ପଣ୍ଡା ଉକ୍ତ କର୍ମଶାଳାରେ ଅଧ୍ୟକ୍ଷତା କରିଥିଲା ବେଳେ ଓଆଇଏର ଅଧ୍ୟକ୍ଷ ଅବନୀ କାନ୍‌ନୁଗୋ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ସେହିପରି ଓଆଇଏର ବରିଷ୍ଠ ସଦସ୍ୟ ରାଜେଶ କାନୁନ୍‌ଗୋ, ବିନୋଦ ଭୂତ, ଭବାନୀ ପଣ୍ଡିତ, ଦେବେନ ରାୟ, କିଶୋର ମହାନ୍ତି ଏବଂ ମାନସ ପ୍ରମୁଖ ଯୋଗଦେଇ ଇଣ୍ଡଷ୍ଟ୍ରିଜ୍‌ର ବିଭିନ୍ନ ସମସ୍ୟା ସଂକ୍ରାନ୍ତରେ ପ୍ରମୁଖ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ଅବସରରେ ଓଆଇଏର ସାଧାରଣ ସମ୍ପାଦକ ଗୌରଗୋପାଳ ସେନ ପ୍ରମୁଖ ସଚିବଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ପରିଶେଷର ଓଆଇଏର ସଙ୍ଗଠନ ସମ୍ପାଦକ ସଞ୍ଜୟ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କର୍ମଶାଳାରେ ଓଆଇଏର ସମସ୍ତ ସଦସ୍ୟଙ୍କ ସମେତ ୨୦ ଏସ୍‌ଏଚ୍‌ଜିର ମୁଖ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri