ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ପରଜଙ୍ଗ,୨୬।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମାଣିକମରା ପଞ୍ଚାୟତ ଜକା ଗ୍ରାମର ବିଜୟ ସାହୁଙ୍କ ପ୍ରଥମ ସ୍ତ୍ରୀ ଅଞ୍ଜନା ସାହୁ (୩୯) ଶୁକ୍ରବାର ବଜ୍ରପାତରେ ପ୍ରାଣ ହରାଇଛନ୍ତି। ଏଥିସହିତ ବିଜୟଙ୍କ ଦ୍ୱିତୀୟ ସ୍ତ୍ରୀ ଦମୟନ୍ତି ସାହୁ ଏବଂ ଉକ୍ତ ଗ୍ରାମର ଉଷା ଦେହୁରୀ ମଧ୍ୟ ଗୁରୁତର ହୋଇଛନ୍ତି। ଅପରାହ୍ନରେ ମହିଳାମାନେ ଗାଁ ପାଖ ନଦୀ ପଠାରେ ଥିବା ପରିବା କ୍ଷେତରେ ଥିବାବେଳେ ହଠାତ ବଜ୍ରପାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ଅଞ୍ଜନାଙ୍କ ମୃତ୍ୟୁ ହୋଇଥିଲା। ଗୁରୁତରଙ୍କୁ ଚିକିତ୍ସା ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri