ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ ବାଇକର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ଅନ୍ୟ ୩ଜଣ ଗୁରୁତର ଆହତ ହୋଇଛନ୍ତି ା ମୃତକ ଜଣକ ବାଇକ୍‌ ଆରୋହୀ ଗିରିଜା ଶଙ୍କର ମିଶ୍ର (୫୭) ଓ ତାଙ୍କ ଘର ଧରାକୋଟ ଥାନା ଅନ୍ତର୍ଗତ ପୋଡ଼ାପଲ୍ଲୀ ଗ୍ରାମରେ। ସେହିପରି ଆହତଙ୍କ ମଧ୍ୟରେ ବାଇକ୍‌ ଆରୋହୀ ମୃତକଙ୍କ ପନତ୍ୀ ବର୍ଷାରାଣୀ ମିଶ୍ର (୫୦) ଓ ତାଙ୍କ ଝିଅ ବିଶାଖା ମିଶ୍ର (୧୮) ଏବଂ ସ୍କୁଟି ଆରୋହୀ ଚିନ୍ନୟ ବରାଡ଼ ଅଛନ୍ତି। ଆହତଙ୍କୁ ଆସିକା ସରକାରୀ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ା ଗାଙ୍ଗପୁର ଥାନା ଅନ୍ତର୍ଗତ ନାହାଡା ଗ୍ରାମର ଆହତ ଚିନ୍ମୟ ବରାଡ଼ ସ୍କୁଟିରେ ଆସିକାରୁ ଗ୍ରାମକୁ ଫେରୁଥିଲା ବେଳେ ଗିରିଜା ଶଙ୍କର ମିଶ୍ର ନିଜ ପନତ୍ୀ ଓ ଝିଅଙ୍କ ସହ ବାଇକରେ ଭନଗରରୁ ନିଜ ଗ୍ରାମକୁ ଫେରୁଥିଲା ବେଳେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri