ବଜ୍ରପାତ ନେଲା ଜଣଙ୍କ ଜୀବନ

ବାଲେଶ୍ୱର,୧୮ା୪: ବାଲେଶ୍ୱର ଜିଲା ରେମୁଣା ଜଗନ୍ନାଥପୁର ଗାଁରେ ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫକୀରମୋହନ ଗୋଲେଇରେ ଏକ ବିରାଟ କଦମ୍ବ ଗଛ ଭାଙ୍ଗି ୩ଟି ବାଇକ୍‌ ଭାଙ୍ଗି ଚୂରମାର ହୋଇଯାଇଛି। ସେହିପରି ବସ୍ତା ବାହାର୍ଦ୍ଦା ଊର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟର ପାଚେରି ଭୁଶୁଡ଼ି ପଡ଼ିଛି। ଆଜି ବିଦ୍ୟାଳୟ ଛୁଟି ଥିବାରୁ ଏକ ବଡ଼ ଅଘଟଣରୁ ପିଲାମାନେ ବର୍ତ୍ତି ଯାଇଛନ୍ତି।

Share
Tags: Lightning