ଅଜଣା ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ମୃତ, ପୋଲିସର ତଦନ୍ତ ଆରମ୍ଭ

ଦେବଗଡ଼,୨୫।୩ (ଡି.ଏନ. ଏ.): ରିଆମାଳ ଥାନା ଅନ୍ତର୍ଗତ ହରିହରପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଥିବା ବେଳେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି l ତେବେ ଘରେ ପଶି ଜଣେ ଅଜଣା ଦୁର୍ବୃତ୍ତଙ୍କ ଆକ୍ରମଣରେ ଗ୍ରାମର ଯୋଗୀନ୍ଦ୍ର ନାଗ ନାମକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି l ତେବେ ଯୋଗୀନ୍ଦ୍ରଙ୍କୁ କିଏ କାହିଁକି ହତ୍ୟା କଲା ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି l ତେବେ ଶୁକ୍ରବାର ରାତିରେ ପଡୋଶୀ କଖାରୁମାଲ ସାହିରେ ନାମ ଯଜ୍ଞ ଚାଲିଥିବା ବେଳେ ହତ୍ୟାର ସୁରାକ ସେହିଠାରେ ଥିବା ସନ୍ଦେହ କରାଯାଇଛି l ସୂଚନାପାଇ ରିଆମାଳ ଥାନା ଅଧିକାରୀ ଲଳିତା ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଢେଙ୍କାନାଳରୁ ସାଇଣ୍ଟିଫିକ ଟିମ୍‌ ପହଞ୍ଚିବା ପରେ ଘଟଣାରେ ଅଧିକ ତଦନ୍ତ କରାଯିବ ବୋଲି ପୋଲିସସୂଚନା ଦେଇଛି l ଯୋଗେନ୍ଦ୍ର ଘରେ ଏକୁଟିଆ ରହନ୍ତି। କିଛି ବର୍ଷ ପୂର୍ବେ ଯୋଗୀନ୍ଦ୍ରଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅବେହୂ ଝାରସୁଗୁଡାରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri