ଅଟୋ ଧକ୍କାରେ ଜଣେ ମୃତ

ପୁରୁଷୋତ୍ତମପୁର,୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହିଣ୍ଡୁଳା ଛକ ନିକଟରେ ମଙ୍ଗଳବାର ଏକ ଅଟୋ ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଛତ୍ରପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଗ୍ରାମର ତ୍ରିନାଥ ପାତ୍ର (୬୯)। ତ୍ରିନାଥ ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ଅଟୋ ନଂ (ଓଡି ୦୭ ଏଜି ୪୮୩୩) ଦ୍ରୁତ ଗତିରେ ଆସି ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ସେ ଗୁରୁତର ଭାବେ ଆହତ ହୋଇ ତଳେ ପଡି ଯାଇଥିଲେ। ତାଙ୍କୁ ସ୍ତାନୀୟ ଲୋକେ ଉଦ୍ଧାରକରି ଚିକିତ୍ସା ନିମନ୍ତେ ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପୁରୁଷୋତ୍ତମପୁର ପୋଲିସ ସ୍ବାସ୍ଥ୍ୟ କେନ୍ଦ୍ରକୁ ଯାଇ ମୃତଦେହକୁ ଜବତ କରିବା ସହ ଅଟୋକୁ ମଧ୍ୟ ଜବତ କରିଛି। ଏ ନେଇ ଥାନାରେ କେସ ନଂ ୭/୨୩ ରେ ମାମଲା ରୁଜୁହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮୯ ପ୍ରତିଶତ ଜମି ପଡ଼ିଆ ପଡ଼ିଛି

ନୟାଗଡ,୨୦।୬(ଲୋକନାଥ ମିଶ୍ର)ଆକାଶରେ ଘଡ଼ଘଡ଼ି ମାରୁଛି ଓ ବିଜୁଳି ଦେଖା ଦେଉଛି । ହେଲେ ବର୍ଷା ହେଉନି । ମୌସୁମୀ ଆଗମନରେ ବିଳମ୍ବ କାରଣରୁ ରଜ ଯିବା...

ଚୁଡ଼ାରେ ରଙ୍ଗ: ମାଲଗୋଦାମରେ ଚଢ଼ାଉ

କଟକ,୨୦ା୬ (କାର୍ତ୍ତିକ ସାହୁ)ସାଧାରଣ ଲୋକଠୁ ଆରମ୍ଭ କରି ସବୁବର୍ଗର ଲୋକଙ୍କ ଦ୍ୱାରା ଚୁଡ଼ା ଏକ ସହଜ, ସରଳ ତଥା ଗ୍ରହଣୀୟ ଖାଦ୍ୟ। ମାତ୍ର ସେହି ଚୁଡ଼ାରେ...

ଆହାର କେନ୍ଦ୍ର ଆଗରେ ଲମ୍ବା ଧାଡି

କଟକ,୨୦।୬(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ଯୋଜନାରେ ସୀମିତ ରହିଛି ଦ୍ୱିତୀୟ ଆହାର କେନ୍ଦ୍ର। ମେଡିକାଲ ପରିସରରେ ଥିବା ଗୋଟିଏ ଆହାର କେନ୍ଦ୍ର ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ...

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର,୨୦ା୬(ମାନସ ବିଶ୍ବାଳ)ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରୁ...

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇ ସମୁଦ୍ରରେ ଭାସିଗଲେ ଯୁବକ

ଛତ୍ରପୁର,୧୯ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ କେ. ଆର୍ଯ୍ୟପଲ୍ଲୀ ଗ୍ରାମର ହେମନସେନ...

ନିର୍ମାଣାଧୀନ କୋଠାରୁ ୨ ଟନ୍‌ ଲୁହା ସାମଗ୍ରୀ ଚୋରି

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ପେଟ୍ରୋଲ ପମ୍ପ ଅଞ୍ଚଳରୁ ଏକ ନିର୍ମାଣାଧୀନ କୋଠା ପରିସରରୁ ୨ ଟନ୍‌ ବିଭିନ୍ନ...

ମହିଳାଙ୍କୁ ପଥରରେ ଆକ୍ରମଣ କରି ଜଣେ ଗିରଫ

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପନ୍ଦରା ସାହିରେ ମହିଳାଙ୍କୁ ପଥରରେ ଆକ୍ରମଣ କରିବା ଘଟଣାରେ ବୁଧବାର ପୋଲିସ ଅଭିଯୁକ୍ତକୁ ଗିରଫ...

ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ଦେହରେ ଛୁରି ଭୁସିଲେ ପ୍ରେମିକ

ଖଲ୍ଲିକୋଟ,୧୯ା୬(ପ୍ରଶାନ୍ତ କୁମାର ମିଶ୍ର): ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ପେଟକୁ ନିଜେ ଛୁରି ମାରିଛନ୍ତି ପ୍ରେମିକ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri