ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ କାଞ୍ଜିଆମ୍ବ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତକ କାଞ୍ଜିଆମ୍ବ ଗ୍ରାମର ଯାତ୍ରାକର ପ୍ରଧାନ(୫୬) ବୋଲି ଜଣାପଡିଛି। ତେବେ ଯାତ୍ରାକରଙ୍କ ମୃତ୍ୟୁ ପରେ ଘଟଣାସ୍ଥଳ ଛାଡି ନ ଥିଲେ ହାତୀପଲ। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ମୃତଦେହ ଉଦ୍ଧାର ହୋଇୟପାରି ନ ଥିଲା।

ଗ୍ରାମବାସୀ ହାତୀଙ୍କୁ ଘଉଡାଇବା ପରେ ସନ୍ଧ୍ୟା ପ୍ରାୟ ସାଢେ ୬ଟାରେ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଯାତ୍ରାକର ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡି ଯାଇଥିଲେ। ହାତୀଟି ତାଙ୍କୁ ଆକ୍ରମଣ କରି ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛନ୍ତି। ରବିବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ସୂଚନା ମିଳିଛି। ଏହି ଘଟଣାକୁ ନେଇ ଅଞ୍ଚଳବାସୀ ଭୟଭିତ ହୋଇପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri