ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍ ସିଲିଣ୍ଡରଟି ବିଷ୍ପୋରଣ ହୋଇ ଘରରଟିଣ ଇଡିଯିବା ସହ ନିଆଁ ଲାଗି ଅଗ୍ନିକାଣ୍ଡ ଘଟିଥିଲା ।

ଏଥିରେ ଦୁଇ ମହିଳା, ଦୁଇ ଶିଶୁଙ୍କ ସମେତ ୬ ଜଣ ଆହାତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ପ୍ରଶନ ନାହାକ (୩୫)ଙ୍କ ଅବସ୍ଥା ଗୁରୁତର ଥିବାରୁ ଜିଲା ପ୍ରଶାସନର ହସ୍ତକ୍ଷେପରେ ଭୁବନେଶ୍ବର ଏକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ମାତ୍ର ଚିକିତ୍ସାଧିନ ଅବସ୍ଥାରେ ଶନିବାର ରାତିରେ ତାଙ୍କର ମୃତ୍ୟୁ ହୋଇଛି । ରବିବାର ମୃତଦେହ ପହଁଚିବା ପରେ ଗ୍ରାମରେ ଶୋକାକୁଳ ପରିବେଶ ଦେଖାଦେଇଛି ।

ସୂଚନା ଯୋଗ୍ଯଯେ କିର୍ତ୍ତନଙ୍କ ଘରେ ରୋଷେଇ ସକାଶେ ଥିବା ଗ୍ଯାସଟିକୁ ଲଗାଇଦେବା ଲାଗି ସେହିଗ୍ରାମର ସମ୍ପର୍କିୟ ପ୍ରଶନଙ୍କୁ ଡାକିଥିଲେ । ସେ ଗ୍ଯାସ ଲଗାଇବା ବେଳେ ତାହା ହଠାତ୍ ଫାଟିଯାଇ ଘରସାରା ଜଳିଉଠିଥିଲା । ଏଥିରେ ଦୁଇଶିଶୁଙ୍କ ସମେତ ପାଞ୍ଚଜଣ ପୋଡିଯାଇ ଆହାତ ହୋଇଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ…

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri