ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ କାମ କରି ଫେରୁଥିବା ସମୟରେ ହଠାତ୍ ବଜ୍ରପାତ ହେବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଏହାସହ ଅନ୍ୟ ୩ ମହିଳା ଗୁରୁତର ହୋଇଛନ୍ତି ।

ମୃତ ମହିଳାଙ୍କ ନାମ ସଞ୍ଚିତା ବିଶ୍ୱାଳ ବୋଲି ଜଣାପଡିଛି । ଗୁରୁତର ମହିଳାମାନେ ହେଲେ ଖୀରଦେଇ ପ୍ରଧାନୀ, ସଂଯୁକ୍ତା ଲହଜଳ ଓ ଭୂମିସୁତା ଲହଜଳ। ସମସ୍ତଙ୍କୁ ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ଚିକିତ୍ସା କରଯାଉଥିବା ଜଣାପଡିଛି । ଖବରପାଇ ଜୁନାଗଡ଼ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

ଗିରଫ ହେବେ ଟିଏମପି ଏମପି ମହୁଆ ମୋଇତ୍ରା? ହେଟ ସ୍ପିଚ ମାମଲାରେ…

ନୂଆଦିଲ୍ଲୀ,୧୯।୮: ପଶ୍ଚିମବଙ୍ଗର ରାଜନୈତିକ ଦୃଶ୍ୟପଟରୁ ଏକ ପ୍ରମୁଖ ଖବର ସାମ୍ନାକୁ ଆସିଛି। ନାଦିଆ ଜିଲାର ଏକ କୋର୍ଟ ହେଟ୍‌ ସ୍ପିଚ ମାମଲା ସମ୍ପର୍କରେ ଜାରି କରିଥିବା ସମନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri