ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୦କୁ ବୃଦ୍ଧି ପାଇଛି। ତେବେ ମୃତକ ଜଣଙ୍କ ହେଲେ ଯାଜପୁର ଜିଲାର ଜଣେ ୭୫ ବର୍ଷିୟ ମହିଳା।


Enter your email to get our daily news in your inbox.

All Right Reserved By Dharitri.Com

ପଙ୍କୋଦ୍ଧାର ବିଳମ୍ବକୁ ନେଇ ଅସନ୍ତୋଷ

କଟକ ଅଫିସ,୨୬।୪: କଟକ ମହାନଗର ନିଗମ(ସିଏମ୍‌ସି)ର ବିଭିନ୍ନ ଓ୍ବାର୍ଡରେ ଦୁଇଟି ପର୍ଯ୍ୟାୟରେ ପଙ୍କୋଦ୍ଧାର କରାଯିବା କଥା। ଏଥିପାଇଁ ୩ଟି ଘରୋଇ ସଂସ୍ଥା(ମଞ୍ଜୁ, ପ୍ରତ୍ୟୁଷ ଓ ଜାଗୃତି)କୁ...

ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟି ବୈଠକ: ଶ୍ରୀମନ୍ଦିର, ସ୍ବର୍ଗଦ୍ୱାରକୁ ଯିବ ବାଲୁଖଣ୍ଡ କାଠ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ବାତ୍ୟା ‘ଫନୀ’ରେ ବାଲୁଖଣ୍ଡ-କୋଣାର୍କ ଅଭୟାରଣ୍ୟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟାରେ ନଷ୍ଟ ହୋଇଥିବା ପ୍ରାୟ ୨୦ ଲକ୍ଷ ବୃକ୍ଷରୁ ମାତ୍ର ୨ ଲକ୍ଷ...

ଜାନୁୟାରୀ ୫ରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା

କଟକ ଅଫିସ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ...

ମହିଳା ସଂରକ୍ଷଣକୁ ଜୋର୍‌

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜୁ ଜନତା ଦଳ (ବିଜେଡି) ସ୍ବରକୁ ଆହୁରି ଜୋର୍‌ଦାର କରିବ। ଲୋକ...

୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ

ବାସୁଦେବପୁର, ୨୬।୬ – ଦୀର୍ଘଦିନର ଦରମା ଅଟକ ରହିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଶୁଣି ନ ଥିଲେ କେହି।...

ଖଣ୍ଡଗିରି ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପରେ ଭୁବନେଶ୍ୱରରେ ଲଜ୍ଜା। ଖଣ୍ଡଗିରି ଥାନାଞ୍ଚଳରେ ଜଣେ ଯୁବତୀଙ୍କୁ ହୋଇଛି ବଳାତ୍କାର। ଗୁରୁତର ଅବସ୍ଥାରେ ପୀଡିତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ...

ରାଜଧାନୀରୁ ଦୂର ହେବ ଭାକ୍ସିନ ସଙ୍କଟ

ନୂଆଦିଲ୍ଲୀ,୨୬।୫: ଦିଲ୍ଲୀରେ କରୋନା ପ୍ରକୋପ ଜାରି ରହିଛି। କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ଦୈନିକ ସଂକ୍ରମଣରେ ହ୍ରାସ ଘଟିଛି। ଗତ କିଛି ଦିନ ତଳେ...

ରାଜ୍ୟର ‘ଅମ୍ଫନ୍‌’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାତ୍ୟାଞ୍ଚଳ ପରିଦର୍ଶନରେ ଯାଇଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ଅମ୍ଫନ୍‌ ପ୍ରଭାବିତ...

Advertisement
Archives

Model This Week