ଦୁର୍ଘଟଣାରେ ଦାଦା ମୃତ, ପୁତୁରା ଗୁରୁତର

କ.ନୂଆଗାଁ ୨୫ା୨(କାଳୀ ପ୍ରସାଦ ତ୍ରିପାଠୀ): କନ୍ଧମାଳ ଜିଲା କ.ନୁଆଗାଁ ଥାନା ୫୯ନଂ ଜାତୀୟ ପଥ କନ୍ଦିବାନ୍ଦା ନିକଟରେ ଏକ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ କ.ନୁଆଗାଁ ବ୍ଲକ ଅନ୍ତର୍ଗତ ଆଡ଼ିମାହା ପଞ୍ଚାୟତ ସାଙ୍କୁଶବାଲି ଗାଁର ଜୀବନବନ୍ଧୁ ଦିଗାଳ। ଗୁରୁତର ଯୁବକ ଜଣକ ପିଣ୍ଟୁ ଦିଗାଳ ବୋଲି ଜଣାପଡିଛି। ଜୀବନବନ୍ଧୁ ପିଣ୍ଟୁଙ୍କ ଦାଦା ବୋଲି ଜଣାପଡିଛି।

ଜୀବନବନ୍ଧୁ ଓ ପିଣ୍ଟୁ କ.ନୁଆଗାଁ ବ୍ଲକ ଅନ୍ତର୍ଗତ ର୍ସିତ୍ତିଗୁଡ଼ା ପଞ୍ଚାୟତର ବେଟିଶଙ୍ଖ ଗାଁ ଶ୍ୱଶୁର ଘରକୁ କୌଣସି କାମରେ ଯାଇ ସେଠାରୁ ବାଇକ୍‌ରେ ଫେରିବା ବେଳେ କନ୍ଦିବାନ୍ଦା ନିକଟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଚାଲିଯାଇଥିଲା । ଫଳରେ ଉଭୟେ ଗୁରୁତର ହୋଇପଡ଼ିଥିଲେ । ଘଟଣା ସମ୍ପର୍କରେ କ.ନୁଆଗାଁ ପୋଲିସ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି କ.ନୁଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଜୀବନବନ୍ଧୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପିଣ୍ଟୁ ସେଠାରେ ଚିକିତ୍ସାଧୀନ ଅଛନ୍ତି। କ.ନୁଆଗାଁ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri