କାଲିଫର୍ନିଆ ଗୁଳିକାଣ୍ଡ: ଜଣେ ମୃତ ୩ ଆହତ

କାଲିଫର୍ନିଆ,୨୮।୪: ଆମେରିକାର କାଲିଫର୍ନିଆରେ ଥିବା ଇହୁଦି ପ୍ରାର୍ଥନାସ୍ଥଳୀ ଉପରେ କେହି ଅଜ୍ଞାତ ବନ୍ଧୁକଧାରୀ ଗୁଳି କରିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଆହତ ହୋଇଥିବା ସୂଚନା ମିଳିଛି। ଏହି ମାମଲାରେ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ଗୁଳିକାଣ୍ଡ ସମୟରେ ସେଠାରେ ଥିବା ୪ ଜଣ ବ୍ୟକ୍ତି ଆହତ ହୋଇଥିଲେ। ପୋଲିସ ସେମାନଙ୍କୁ ତୁରନ୍ତ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା। ହେଲେ ସେଠାରେ ଜଣେ ୬୦ ବର୍ଷୀୟା ଆହତ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

‘୧୨ କୋଟି ୫୦ ଲକ୍ଷ ଲୋକ…’ ‘ଭାରତ’ ଲେଖି ବଡ଼ ଭୁଲ କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୦: ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଉପହାସର ଶିକାର…

ଫ୍ଲାଇଦୁବାଇ କକ୍‌ପିଟ୍‌ ଆକ୍ରମଣ ମାମଲାରେ ଚାଞ୍ଚଲ୍ୟକର ଖୁଲାସା; ସତ ମାନିଲେ ଓମାନୀ ପାଇଲଟ, ଉଭୟ ଇଞ୍ଜିନ୍ ବନ୍ଦ କରି….

ନୂଆଦିଲ୍ଲୀ,୫ା୧୦:ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇର ଫ୍ଲାଇଟ୍‌ FZ1073ର କକ୍‌ପିଟ୍‌ ଆକ୍ରମଣ ମାମଲାରେ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ସେପ୍ଟେମ୍ବର ୩୦ରେ ଘଟିଥିବା ଏହି…

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?