ବିଲରେ କାମ କରି ସାଙ୍ଗହୋଇ ଫେରୁଥିଲେ: ଘଟିଲା ବଜ୍ରପାତ, ଆଉ ତା’ପରେ…

ବୋଡ଼େନ,୧୧ା୯(ଟିକେଶ୍ୱର ନାଗ): ନୂଆପଡ଼ା ଜିଲା ବୋଡ଼େନ ବ୍ଲକ ଡୁଡୁକାମୁଣ୍ଡା ଗ୍ରାମରେ ଗୁରୁବାର ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଡୁଡୁକାମୁଣ୍ଡା ଗ୍ରାମର ପରଶୁ ସତ୍‌ନାମୀ (୪୨)।

ସୂଚନା ଅନୁଯାୟୀ ପରଶୁଙ୍କ ସହ ଅନନ୍ତ ସଗରିଆ ଓ ଲୋଭା ସତ୍‌ନାମୀ ବିଲକୁ କାମ କରିବାକୁ ଯାଇ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ଫଳରେ ଘଟଣାସ୍ଥଳରେ ପରଶୁଙ୍କ ମୃତ୍ୟୁ ଘଟିଥିଲା। ଆହତ ଅନନ୍ତ ଖଡିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଓ ଲୋଭା ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri