ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର

ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।

ମୃତକ ଜଣକ ହେଲେ ରାଜପୁର ଗ୍ରାମର କୃତ୍ତିବାସ ମୁଦୁଲି (ରାଜା)। ସୂଚନା ଅନୁଯାୟୀ, ତିନିଜଣ ଏକ ବାଇକରେ ବ୍ରହ୍ମପୁର ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତାରେ ପଡ଼ିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ।

ସେମାନଙ୍କୁ ତୁରନ୍ତ ବ୍ରହ୍ମପୁର ମେଡିକାଲକୁ ଅଣାଯାଇଥିଲା, କିନ୍ତୁ ଡାକ୍ତର ରାଜାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ନେଇ ଚମାଖଣ୍ଡି ଥାନାରେ ଏକ ମାମଲା (କେସ୍ ନମ୍ବର 479/2025) ରୁଜୁ ହୋଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri