Posted inଜାତୀୟ

ୟୁପିରେ ଟିକା ନେଇ ଜଣେ ମୃତ

ପିଲ୍‌ଭିଟ୍‌,  ୩୦।୧: ଉତ୍ତରପ୍ରଦେଶର ପିଲ୍‌ଭିଟ୍‌ ଜିଲା ଅନ୍ତର୍ଗତ ଉମାରିଆ ସହରରେ ଜଣେ ୫୫ ବର୍ଷୀୟ ବ୍ୟକ୍ତି ଟିକା ନେବାର କିଛି ଘଣ୍ଟାରେ ପ୍ରାଣ ହରାଇଛନ୍ତି। ତେବେ ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଥିବା ସିଏମ୍‌ଓ ପକ୍ଷରୁ କୁହାଯାଇଛି। ଉତ୍ତରପ୍ରଦେଶରେ ଟିକା ନେବା ପରେ ପ୍ରାଣ ହରାଇବା ଏହା ଦ୍ୱିତୀୟ ଘଟଣା। ଶିଶୁ କଲ୍ୟାଣ ଓ ପୋଷଣ ବିଭାଗର ଚତୁର୍ଥ ଶ୍ରେଣୀ କର୍ମଚାରୀ ପ୍ରତାପ ରାମ ଗୁରୁବାର ସକାଳେ କୋଭିଡ୍‌ ଟିକା ନେବା ପରେ ଅସୁସ୍ଥ ହୋଇ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ନ ହେବାରୁ ଶିବସେନା ସମର୍ଥକଙ୍କ ଆତ୍ମହତ୍ୟା ଉଦ୍ୟମ

ମୁମ୍ବାଇ, ୨୪।୧୧: ମହାରାଷ୍ଟ୍ରରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେଙ୍କ ମୁଖ୍ୟମନ୍ତ୍ରୀ ହେବା ସ୍ବପ୍ନ ଭାଙ୍ଗି ଯାଇଛି। ଦେବେନ୍ଦ୍ର ଫଡନବୀଶ ଲଗାତର ଦ୍ୱିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ହେବା...

ଦଳ ଛାଡୁଥିବା ନେତାଙ୍କୁ ଅଟକାଇବାକୁ କଂଗ୍ରେସର ‘ଡ୍ୟାମେଜ କଣ୍ଟ୍ରୋଲ’ କମିଟି

ଗୁଜରାଟ,୨୬ ।୧: ଏବେ କଂଗ୍ରେସରୁ ଜଣକ ପରେ ଜଣେ ନେତା ଦଳଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଉଛନ୍ତି । ଯାହା ଫଳରେ ଗୁଜରାଟରେ ଦିନକୁ...

ଅଯୋଧ୍ୟା ରାମମନ୍ଦିରରେ ଲଗାଯିବ ୨୧ ଶହ କିଲୋଗ୍ରାମ୍‌ ଓଜନର ଘଣ୍ଟା: ତିଆରି କରୁଛନ୍ତି ମୁସଲମାନ୍‌ କାରିଗର ଇକବାଲ୍‌

ଲକ୍ଷ୍ନୌ,୧୪।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ। ଏଥିପାଇଁ ଉତ୍ତରପ୍ରଦେଶ ଇଟା ଜିଲାର ଜାଲେସରର ମୁସଲମାନ୍‌ କାରିଗର ଇକବାଲ୍‌ ୨୧ ଶହ କିଲୋଗ୍ରାମ୍‌ ଓଜନର ଏକ ବଡ଼...

ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡରେ ଭାଜପା ଆଗୁଆ..

ଲକ୍ଷ୍ନୌ/ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଭାଜପା ଆଗୁଆ ରହିଛି।...

କୃଷକ ଆନ୍ଦୋଳନକୁ ପୂରଣ ହେଲା ଏକ ବର୍ଷ, ଦିଲ୍ଲୀ ସୀମାରେ ଏକାଠି ହେଉଛନ୍ତି କୃଷକ

ନୂଆଦିଲ୍ଲୀ,୨୬ ।୧୧: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରି ସାରା ଦେଶରେ କୃଷକମାନେ ଆରମ୍ଭ କରିଥିଲେ ଆନ୍ଦୋଳନ । ୨୬ ନଭେମ୍ବର...

‘ବୃହତ୍‌ ଖଣ୍ଡପୀଠରେ ଅପିଲ ଅଧିକାର ରହୁ’

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଦୁଇଟି ରିଭ୍ୟୁ ପିଟିଶନକୁ ବିଚାରକୁ ନିଆଯିବା ପୂର୍ବରୁ ତାଙ୍କ ପିଟିଶନର...

ରାମଲଲାଙ୍କ ମୁଖ୍ୟ ପୂଜାରୀ ଆଇସୋଲେଶନରେ

ଅଯୋଧ୍ୟା, ୩।୮: ଅଗଷ୍ଟ ୫ରେ ରାମମନ୍ଦିରର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହେବ। ଏହାପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୁରକ୍ଷା...

ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ ଗୁପ୍ତା ଅଟକ

ନୂଆଦିଲ୍ଲୀ, ୭।୬: ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ କୁମାର ଗୁପ୍ତାଙ୍କୁ ପୋଲିସ ଅଟକ ରଖିଛି। ସେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ନିଷ୍ପତ୍ତି ବିରୋଧରେ ରାଜଘାଟରେ...

Advertisement
Archives

Model This Week