କାର୍‌ ଧକ୍କାରେ ଚାଲିଗଲା ଗାଈ ଚରାଳିଙ୍କ ଜୀବନ

ସୋରଡା,୨୦।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ଆସିକା ସୋରଡା ଜାତୀୟ ରାଜପଥ ନୂଆଗଡ ଗ୍ରାମ ନକଟରେ ଏକ କାର୍‌ ଧକ୍କାରେ ଗୁରୁବାର ଜଣେ ଗାଈ ଚରାଳିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସହଦେବ(୬୫)। ସୂଚନାଯୋଗ୍ୟ, ଦାରିଙ୍ଗବାଡି ନିକଟ ସୀମାନବାଡି ଗ୍ରାମର ଏସ ସୁନୀଲ କୁମାର ଶୁବୁଦ୍ଧି କାର୍‌ରେ ବ୍ରହ୍ମପୁରରୁ ନିଜ ଗ୍ରାମକୁ ଫେରୁଥିଲେ। ସେତିକି ବେଳେ ସେ କୌଣସି କାରଣ ବଶତଃ ସହଦେବଙ୍କୁ ଧକ୍କା ଦେଇଥିଲେ। ଏହାପରେ ସୁନୀଲ ନିଜେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସହଦେବଙ୍କୁ କାର୍‌ରେ ବସାଇ ସୋରଡା ସରକାରୀ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ସହଦେବଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ କାର୍‌କୁ ଆଣି ଥାନାରେ ରଖି ସୁନୀଲଙ୍କୁ ପଚରାଉଚରା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି।…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନ, କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri