ମୋ ବସ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ: ବସ୍‌କୁ ଅଟକ ରଖିଲେ ଲୋକେ

ଭୁବନେଶ୍ୱର,୨୫।୯: ପୁଣି ବଦନାମ ମୁଣ୍ଡାଇଲା ମୋ ବସ୍‌। ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁରରେ ମୋ ବସ୍ ମାଡିଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ପୁରୀ ଜିଲାର ପାରିକୁଦ ଅଞ୍ଚଳର ଖିରୋଦ ପାଢ଼ୀ ବୋଲି ଜଣାପଡିଛି।

ସୂଚନ ଅନୁଯାୟୀ ‘ମୋ ବସ୍’ ଖିରୋଦଙ୍କ ସ୍କୁଟର (ହୋଣ୍ଡା ଆକ୍ଟିଭା) କୁ ଧକ୍କା ଦେବାର କିଛି ସମୟ ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଥିଲା। ଲୋକେ ମୋ ବସ୍ କୁ ଅଟକାଇଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ପୂର୍ବରୁ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ବଦଳିଗଲା ୮ ନିୟମ: LPG ସିଲିଣ୍ଡର, ମୋବାଇଲ କଲିଂ, ପେନଶନରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ପକେଟ ଉପରେ କ’ଣ ପଡ଼ିବ ପ୍ରଭାବ?

ନୁଆଦିଲ୍ଲୀ,୧।୧୧: ଆଜି, ଅର୍ଥାତ ୧ ନଭେମ୍ୱର ୨୦୨୬ରୁ, ସାରା ଦେଶରେ ଅନେକ ବଡ଼ ଆର୍ଥିକ ତଥା ଅଣ-ଆର୍ଥିକ ନିୟମରେ ପରିବର୍ତ୍ତନ ଘଟିଛି। ଜିଏସଟି (GST) ପଞ୍ଜୀକରଣ ପ୍ରକ୍ରିୟା,…

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ, ସୁଶାନ୍ତ ନାଥ ଗୃହ ବିଭାଗକୁ ବଦଳି, ଜାଣନ୍ତୁ ଆଉ କାହାକୁ କେଉଁଠିକୁ

ଭୁବନେଶ୍ୱର,୧।୧୧: ରାଜ୍ୟ ପୋଲିସ ପ୍ରଶାସନରେ ବଡ଼ ଧରଣର ଅଦଳବଦଳ ହୋଇଛି। ଆଇପିଏସ୍‌ ସ୍ତରରେ ଏହି ଅଦଳବଦଳରେ ବରିଷ୍ଠ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲା ଏସ୍‌ପି ପର୍ଯ୍ୟନ୍ତ ଅନେକଙ୍କୁ…

ରାଇକିଆ ବ୍ଲକ୍‌ରେ ସ୍ଥିତି ସୁଧୁରିନି, ପୁଣି ଘାରିଲା ବର୍ଷା ଭୟ

ରାଇକିଆ, ୧।୧୧ (ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ପରେ ପୁଣି ଏକ ବାତ୍ୟା ଆଶଙ୍କା ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ତିନି…

ମାଛ ଧରିବାକୁ ଯାଇଥିଲେ କର୍ଣ୍ଣାଟକ, ସମୁଦ୍ରରେ ଚାଲିଗଲା ଜୀବନ

ବଡ଼ଗାଁ, ୩୧/୧୦ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲାରେ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ବଡ଼ଗାଁ ବ୍ଲକ୍‌ ଅନ୍ତର୍ଗତ କାଦୋପଡ଼ା ଗ୍ରାମର ଜଣେ ଯୁବକଙ୍କ କର୍ଣ୍ଣାଟକ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ଆମେରିକା ନିକଟରେ ୭ଟି ସର୍ତ୍ତ ରଖିଲା ଇରାନ: ‘ଏଗୁଡ଼ିକ ପୂରଣ ହେଲେ, ଖୋଲିବ ରାସ୍ତା’

ତେହରାନ,୧।୧୧: ଇରାନ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଶେଷ ହେବାର କୌଣସି ଲକ୍ଷଣ ଦେଖାଯାଉନାହିଁ ଏବଂ ଉଭୟ ଦେଶ ମଧ୍ୟରେ ଉତ୍ତେଜନା କମିବାର ମଧ୍ୟ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?