ଜଣେ ଝାଡାବାନ୍ତି ଆଉ ଜଣେ କିଡନୀ ରୋଗରେ ମୃତ

ରାୟଗଡା ଅଫିସ, ୭।୧୧: ରାୟଗଡା ବ୍ଲକ ପିତା ମହଲ ପଞ୍ଚାୟତ କନ୍ଧ ଖିଲମ ଗ୍ରାମରେ ୨ ଜଣ ମୃତ୍ୟୁ ଘଟିଛି। ଜଣେ ଝାଡ଼ାବାନ୍ତିରେ ଅନ୍ୟ ଜଣେ କିଡନୀ ଜନିତ ରୋଗରେ ମୃତବରଣ କରିଛନ୍ତି।
ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ଗୋଷ୍ଟୀଉନୟନ ଅଧିକାରୀ ଲକ୍ଷ୍ମୀନାରାୟଣ ସାବତ,ସରପଞ୍ଚ ଟୁଟୁ ତାର୍ଡ଼ି ପ୍ରମୁଖ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ଉକ୍ତ ଗ୍ରାମରେ ଏକ ପକା ରାସ୍ତା, ଡ୍ରେନ ନିର୍ମାଣ ଓ ସୋଲାର ପମ୍ପ ନିର୍ମାଣ ପାଇଁ ଗ୍ରାମବାସୀ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ…

ବାତ୍ୟା ଅର୍ଣ୍ଣବ ପ୍ରଭାବ: ପରିସ୍ଥିତିର ସମୀକ୍ଷା କରିବେ ବିଧାୟକ

କୋରାପୁଟ, ୨୪।୯ (ଅମିତାଭ ବେହେରା): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କୋରାପୁଟ ଜିଲାରେ ଜାରି ରହିଛି ବର୍ଷା। ବୁଧବାର ସକାଳ ୮ଟାରୁ ଗୁରୁବାର ସକାଳ ୮ଟା ପର୍ଯ୍ୟନ୍ତ ୨୪…

୭୧ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ବରିଷ୍ଠ ପଦକୁ ପଦୋନ୍ନତି: ଛୁଟୁଛି ଅଭିନନ୍ଦନର ସୁଅ

କେସିଙ୍ଗା, ୨୩।୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକରେ ୭୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ପଦକୁ ପଦୋନ୍ନତି ମିଳିଛି। ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ବିଭାଗର…

ନଟରାଜ ନୃତ୍ୟାୟନ ଉଦ୍‌ଘାଟିତ: ଓଡ଼ିଶୀ-ସମ୍ବଲପୁରୀ ନୃତ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟ

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହର ବେଲଗୁଣ୍ଠା ରୋଡ୍‌ରେ ‘ନଟରାଜ ନୃତ୍ୟାୟନ’ ଉଦ୍‌ଘାଟିତ ହୋଇଯାଇଛି। ଜିଲାର ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ପ୍ରିୟଙ୍କା ପ୍ରିୟଦର୍ଶନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?