Posted inଜାତୀୟ

ଏହି ଟିକାର ଗୋଟିଏ ଡୋଜ୍‌ କରୋନାକୁ ରୋକିବ!

ନୂଆଦିଲ୍ଲୀ,୧୪।୭: ବିଶ୍ୱର ସମସ୍ତ ଦେଶରେ କରୋନା ସଂକ୍ରମଣର ବୃଦ୍ଧି ମାମଲା ସ୍ବାସ୍ଥ୍ୟ ସଂଗଠନ ପାଇଁ ଚିନ୍ତାର କାରଣ ପାଲଟିଛି। ସଂକ୍ରମଣରୁ ରକ୍ଷା କରିବାରେ ଦୁଇ ମାତ୍ରା ଟିକାକରଣ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି କୁହାଯାଉଛି, କିନ୍ତୁ ପରିସଂଖ୍ୟାନରୁ ଜଣାପଡିଛି ଯେ ଦେଶର ଜନସଂଖ୍ୟାର ମାତ୍ର ୪ ପ୍ରତିଶତ ଲୋକ ଏପର୍ଯ୍ୟନ୍ତ ଉଭୟ ମାତ୍ରା ଗ୍ରହଣ କରିଛନ୍ତି। ଅନେକ ସ୍ଥାନରେ ଟିକାର ଅଭାବ ରହିଛି। ଏହି କାରଣରୁ ପ୍ରଥମ ଡୋଜ ନେଇଥିବା ଲୋକମାନେ ଦ୍ୱିତୀୟ ଡୋଜକୁ ଅପେକ୍ଷା କରିଛନ୍ତି। ନିକଟରେ ହୋଇଥିବା ଅଧ୍ୟୟନ ଲୋକମାନଙ୍କୁ ବହୁତ ଆଶା ଦେଇଛି। ସେଲ ରିପୋଟର୍‌ସ ମେଡିସିନ ପତ୍ରିକାରେ ପ୍ରକାଶିତ ଏକ ଅଧ୍ୟୟନରେ, ଗବେଷକମାନେ ରିପୋର୍ଟ କରିଛନ୍ତି ଯେ, ରୁଷିଆ ଟିକା, ସ୍ପୁଟ୍‌ନିକ୍‌-ଭି କରୋନାର ସାର୍ସ-ସିଓଭି-୨ (SARS-CoV-2) ଭୂତାଣୁ ବିରୁଦ୍ଧରେ ଦୃଢ ଆଣ୍ଟିବଡି ଉତ୍ପାଦନ ପାଇଁ ଯଥେଷ୍ଟ ହୋଇପାରେ। କୋଭିଡ ଟିକା ଅଭାବର ସମସ୍ୟାର ସମ୍ମୁଖୀନ ହେଉଥିବା ଦେଶମାନଙ୍କ ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏହି ଅଧ୍ୟୟନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିଚାର କରୁଛନ୍ତି। ଭାରତ ପ୍ରସଙ୍ଗରେ, ଏହି ଅଧ୍ୟୟନକୁ ଦୁଇଟି ସ୍ତରରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି, ପ୍ରଥମରେ – ଏଠାରେ ମଧ୍ୟ ଟିକାକରଣର ଅଭାବ ଖବର ଚର୍ଚ୍ଚାରେ ରହିଆସିଛି ଏବଂ ଦ୍ୱିତୀୟରେ – ଦେଶରେ ସ୍ପୁଟନିକ-ଭି ଟିକା ବ୍ୟବହାର କରାଯାଉଛି।
ରୁଷିଆ ଟିକା ସ୍ପୁଟନିକ-ଭି ର ଦୁଇଟି ଡୋଜ କରୋନା ସଂକ୍ରମଣ ବିରୁଦ୍ଧରେ ୯୨ ପ୍ରତିଶତ ପ୍ରଭାବଶାଳୀ ହୋଇପାରେ। ଅବଶ୍ୟ, ନିକଟରେ ହୋଇଥିବା ଏକ ଅଧ୍ୟୟନରେ ବୈଜ୍ଞାନିକମାନେ କହିଛନ୍ତି, ଏହି ଟିକାର ଗୋଟିଏ ମାତ୍ର ନେବା ପରେ ମଧ୍ୟ ଭଲ ଫଳାଫଳ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?