ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ବତକଛୁଆ ଗୁଡିକ ପିଲାଙ୍କ ଭଳି ଜଣକ ପରେ ଜଣେ ପାଣି ଖସଡ଼ାରେ ଖସୁଥିବା ଦେଖିବାକୁ ମିଳୁଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
A kid is a kid…
No matter of which species😊 pic.twitter.com/8Vixnfxtmd— Susanta Nanda IFS (Retd) (@susantananda3) November 22, 2020

