ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ ବାପା ଶିବରତନ ଗୋଣ୍ଡ, ବଡ ପୁଅ (ବିପିନ) ଓ ସାନ ପୁଅ (ଅମୋଦ) ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ସ୍ଥାନୀୟ ମଣ୍ଡଳିଆ ସ୍ଥିତ ଏମ୍‌ସିଏଲ୍‌ ହସ୍ପିଟାଲ୍‌ରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଅମୋଦଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ଭିଏସ୍‌ଏସ୍‌ ହସ୍ପିଟାଲ୍‌କୁ ଶନିବାର ରାତିରେ ସ୍ଥାନାନ୍ତର କରାଯାଇଛି। ଏନେଇ ଓରିଏଣ୍ଟ ଥାନାରେ ଆହତ ବିପିନଙ୍କ ଲିଖିତ ଅଭିଯୋଗ ପରେ ପୋଲିସ ଏକ ମାମଲା(ନଂ. ୭୯/୨୧) ରୁଜୁ କରି ତଦନ୍ତ ଚଳାଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ପିଣ୍ଟୁ ଗଣ୍ଡ(୨୬)ଙ୍କୁ ପୋଲିସ୍‌ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଫେରାର୍‌ ଅନ୍ୟ ୩ ଅଭିଯୁକ୍ତଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ତଦନ୍ତକାରୀ ଆଇଆଇସି କଲ୍ୟାଣି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର,୧୮।୧୧ (ବ୍ୟୁରୋ): ଶତାବ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ ଶୁକ୍ରବାର ସଂଗଠିତ ହେବ। ଭାରତୀୟ ସମୟ ସକାଳ ୧୧ଟା ୩୨ରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବା...

କୁକୁର ଆକ୍ରମଣରୁ ବର୍ତ୍ତିଲା, ଗ୍ରୀଲ୍‌ ମାଡ଼ରେ ଗଲା ଜୀବନ

ନୟାଗଡ଼ ଅଫିସ,୩୦।୬: ଖାଦ୍ୟ ଅନ୍ବେଷଣରେ ନୟାଗଡ଼ ସହରମୁହାଁ ହୋଇଥିବା ଏକ କୁଟୁରାର ବୁଧବାର ମୃତ୍ୟୁ ଘଟିଛି । କୁକୁର ଆକ୍ରମଣରୁ ରକ୍ଷା ପାଇବାକୁ କୁଟୁରାଟି ଦ୍ରୁତଗତିରେ...

୫୦ ବର୍ଷ ପରେ ଦୁଇଭାଇଙ୍କ ମିଳନ

ଜଗତ୍‌ସିଂହପୁର ଅଫିସ, ୨୫।୧: ପ୍ରାୟ ୫୦ ବର୍ଷ ପରେ ରବିବାର ଘରକୁ ଫେରିଲେ ବୃଦ୍ଧ ଚରଣ ପଲାଉର (୬୫)। ତାଙ୍କୁ ଦେଖିବାକୁ ତାଙ୍କ ମା’ ଆଉ...

ନୂଆଗାଁ ପଞ୍ଚାୟତରେ ପାନୀୟ ଜଳ ସଙ୍କଟ

ଦଶପଲ୍ଲା,୯ା୧୨(ଡି.ଏନ.ଏ.): ନୂଆଗାଁ ଗ୍ରାମପଞ୍ଚାୟତ ଦଶପଲ୍ଲା ବ୍ଲକର ଉପାନ୍ତ ଅଞ୍ଚଳରେ ଅବସ୍ଥିତ । ୫ ହଜାରରୁ ଊଦ୍ଧର୍‌ବ ଜନସଂଖ୍ୟା ବିଶିଷ୍ଟ ଏହି ପଞ୍ଚାୟତରେ ଗତ କିଛିବର୍ଷ ହେବ...

ହୀରାକୁଦରେ ପକ୍ଷୀ ଗଣନା: ୨୧ ଟିମ୍‌ ସାମିଲ

ସମ୍ବଲପୁର, ୭।୧(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ଗଣନା ମଙ୍ଗଳବାର ଆରମ୍ଭ ହୋଇଛି। ହୀରାକୁଦ ୱାଇଲ୍ଡ ଲାଇଫ୍‌ ବିଭାଗ ନେତୃତ୍ୱରେ ବନ ବିଭାଗ ଅଧିକାରୀ ଓ...

ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ବିଜୁଳି

ଢେଙ୍କାନାଳ ଅଫିସ, ୫।୨- ଢେଙ୍କାନାଳ ସର୍କିଟ୍‌ ହାଉସ୍‌ ପରିସରରେ ମଙ୍ଗଳବାର ଓଡ଼ିଶା ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୧୦ ପକ୍ଷରୁ ଜିଲା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା,...

ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା

ସାକ୍ଷୀଗୋପାଳ, ୧୫ା୭ (ଡି.ଏନ.ଏ./ସ୍ବ.ପ୍ର.): ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଜନଗହଳିପୂର୍ଣ୍ଣ ବଜାର ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଛି ଟ୍ରିପଲ ମର୍ଡର। ଦୁର୍ବୃତ୍ତମାନେ ବିଚ୍‌ ରାସ୍ତାରେ ଗୋଡ଼ାଇ...

ବାଧକ ସାଜିଛି ନାରମୁଣ୍ଡା ନାଳ, ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ଝରିଗାଁ,୭।୮(ସ୍ବ.ପ୍ର.): ସ୍କୁଲକୁ ଯିବାକୁ ରାସ୍ତାଘାଟ ନାହିଁ, ପାଠ ପଢ଼ିବାକୁ ଇଚ୍ଛା ଥିଲେ ମଧ୍ୟ ନିୟମିତ ବିଦ୍ୟାଳୟକୁ ଯିବା ନେଇ ବାଧକ ସାଜିଛି ନାରମୁଣ୍ଡା ନାଳ। ବର୍ଷା...

Advertisement


Archives

Model This Week