Posted inଜାତୀୟ

ପ୍ରତି ୧୬ ଘଣ୍ଟାରେ ଜଣେ କୃଷକଙ୍କର ହେଉଛି ମୃତ୍ୟୁ: ରାକେଶ ତଇକତ

ନୂଆଦିଲ୍ଲୀ,୪ ।୧: ପ୍ରାୟ ୪୦ ଦିନ ହେବ କେନ୍ଦ୍ରର ନୂଆ କୃଷି ଆଇନକୁ ବିରୋଧ କରି ଆନ୍ଦୋଳନ ଜାରି ରଖିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଶୀତ କାକର ସାଙ୍ଗକୁ ବର୍ଷାରେ ଭିଜି ଥିଲେ ମଧ୍ୟ ଏମାନେ ନିଜ ଜିଦ୍‌ର ଅଟଳ ରହିଛନ୍ତି । ଇତିମଧ୍ୟରେ ଭାରତ କୃଷକ ୟୁନିୟନ, ଗାଜିପୁର ସୀମାରେ ଏହାର ପ୍ରବକ୍ତା ରାକେଶ ତଇକତ କହିଛନ୍ତି, ଆନ୍ଦୋଳନ ହେବା ପରଠାରୁ ୬୦ ଜଣ କୃଷକଙ୍କ ମୃତ୍ୟୁ ହୋଇ ସାରିଲାଣି । ଏଥିପାଇଁ ସରକାର ଦାୟୀ ଓ ସରକାର ଏହାର ଉତ୍ତର ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି । ଦେଶର ପ୍ରତି ୧୬ ଘଣ୍ଟାରେ ଜଣେ କୃଷକଙ୍କମୃୁ୍ୟ ହେଉଥିବା ମଧ୍ୟ େ କହିଛନ୍ତି । ଅନ୍ୟପଟେ ଦୀର୍ଘ ୪୦ ଦିନ ହେବ ଆନ୍ଦୋଳନରତ କୃଷକ ନେତାଙ୍କ ସହ ସୋମବାର କେନ୍ଦ୍ର ସରକାର କଥା ହେବେ ବୋଲି କହିଛନ୍ତି । ଏହା ଉଭୟଙ୍କ ମଧ୍ୟରେ ସପ୍ତମଥର କଥାବାର୍ତ୍ତା । ଏହା ପୂର୍ବରୁ କୃଷକ ନେତା ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ କଥାବାର୍ତ୍ତା ହୋଇଥିଲେ ବି ଏହାର କୌଣସି ସମାଧାନ ହୋଇପାରି ନାହିଁ । ଗୋଟିଏ ପଟେ ନୂଆ କୃଷି ଆଇନକୁ ଫେରାଇ ନେବା ଜିଦ୍‌ରେ କୃଷକ ଅଡି ବସିଥିବା ବେଳେ ସରକାର କହୁଛନ୍ତି ଏହି ଆଇନ କୃଷକଙ୍କ ସପକ୍ଷରେ ଯାଉଛି ତେଣୁ ଏହାକୁ ଫେରାଇ ନେବା ଠିକ୍ ହେବ ନାହିଁ । କିନ୍ତୁ ଏଥିରେ କୃଷକମାନେ ଅରାଜି ହୋଇଛନ୍ତି । ଅନ୍ୟପଟେ କୃଷକମାନେ ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ମଧ୍ୟ ମାଗିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଚାଲିଥିବା ଜୁଆ ଖେଳ: ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?