ଏକ୍ସଆଇଏମ୍‌ବିରୁ ଚିହ୍ନଟ ହେଲେ ୩୦ ସଂକ୍ରମିତ

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜଧାନୀର ଏକ ଶିକ୍ଷାନୁଷ୍ଠାନରେ ଫୁଟିଛି କରୋନା ବୋମା। ଭୁବନେଶ୍ୱରସ୍ଥିତ ଜାଭିୟର ଇନଷ୍ଟିଚ୍ୟୁଟରେ ଏକା ସଙ୍ଗେ ୩୦ରୁ ଅଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ସମ୍ପୃକ୍ତ ହଷ୍ଟେଲକୁ ଶନିବାର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଏହି ସମୟରେ ସମ୍ପୃକ୍ତ ହଷ୍ଟେଲ ଛାତ୍ରୀଛାତ୍ରମାନେ ବାହାରକୁ ବାହାରି ପାରିବେନି। ବିଏମ୍‌ସି ପକ୍ଷରୁ ସେମାନଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ। ଏଥିସହ କଲେଜ କ୍ୟାମ୍ପସ ପରିସରରେ ଥିବା ଅନ୍ୟ ସବୁ ହଷ୍ଟେଲ ଛାତ୍ରଛାତ୍ରୀଙ୍କ ଆର୍‌ଟିପିସିଆର୍‌ ଟେଷ୍ଟ ହେବ ବୋଲି ଜଣାଯାଇଛି।

କହିରଖୁଛୁ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାରୁ କେବଳ ସର୍ବାଧିକ ୧,୨୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ସକାଳେ ରାଜଧାନୀର ୧୧ଟି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ଏଥିସହ ରାଜଧାନୀର ସମୁଦାୟ ୨୬ଟି ଅଞ୍ଚଳ କଣ୍ଟେନମେଣ୍ଟ ଓ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା ହୋଇ ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?