Posted inଜାତୀୟ

୩୬ରୁ ଜଣେ ଶିଶୁଙ୍କର ଜନ୍ମର ପ୍ରଥମ ବର୍ଷରେ ଘଟୁଛି ମୃତ୍ୟୁ, ରିପୋର୍ଟ…

ନୂଆଦିଲ୍ଲୀ, ୪।୬ : ଗତ କିଛି ଦଶନ୍ଧି ମଧ୍ୟରେ ଦେଶରେ ଶିଶୁ ମୃତ୍ୟୁହାରରେ ହ୍ରାସ ଘଟିଛି। ସରକାରୀ ପରିସଂଖ୍ୟାନ ଅନୁଯାୟୀ ଭାରତର ପ୍ରତି ୩୬ ଶିଶୁଙ୍କ ମଧ୍ୟରୁ ଜଣଙ୍କର ଜନ୍ମ ହେବାର ପ୍ରଥମ ବର୍ଷ ମଧ୍ୟରେ ମୃତ୍ୟୁ ଘଟିଥାଏ। ରେଜିଷ୍ଟ୍ରାର୍‌ ଜେନେରାଲ ଅଫ ଇଣ୍ଡିଆ ଦ୍ୱାରା ପ୍ରକାଶିତ ନୂତନ ତଥ୍ୟ ଅନୁଯାୟୀ, ୨୦୨୦ରେ ପ୍ରତି ହଜାରେ ଜନ୍ମିତ ଶିଶୁଙ୍କ ମଧ୍ୟରେ ମୃତ୍ୟୁ ସଂଖ୍ୟା ୨୮ ରହିଥିଲା। ୧୯୭୧ରେ ଘଟିଥିବା ମୃତ୍ୟୁ ସଂଖ୍ୟାର ଏହା ଏକ ଚତୁର୍ଥାଂଶରୁ କମ। ସେତେବେଳେ ପ୍ରତି ହଜାରେ ଶିଶୁଙ୍କ ମଧ୍ୟରେ ୧୨୯ଜଣଙ୍କ ମୃତ୍ୟୁ ଘଟୁଥିଲା।

ତଥ୍ୟ ଅନୁଯାୟୀ, ଗତ ଦଶ ବର୍ଷ ମଧ୍ୟରେ ଶିଶୁ ମୃତ୍ୟୁ ହାରରେ ପ୍ରାୟ ୩୬ ପ୍ରତିଶତ ହ୍ରାସ ଘଟିଛି। ଗତ ଦଶନ୍ଧିରେ ସମଗ୍ର ଭାରତୀୟ ସ୍ତରର ଏହା ୪୪ ପ୍ରତିଶତ ରୁ ୨୮ ପ୍ରତିଶତକୁ ଖସି ଆସିଛି ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗ୍ରାମାଞ୍ଚଳରେ ଏହା ୪୮ରୁ ୩୧କୁ ହ୍ରାସ ପାଇଛି। ସେହିପରି ସହରାଞ୍ଚଳରେ ଏହା ୨୯ ରୁ ୧୯ କୁ ଖସି ଆସିଛି । ଏହା ଯଥାକ୍ରମେ ୩୫ ପ୍ରତିଶତ ଏବଂ ୩୪ ପ୍ରତିଶତ ହ୍ରାସ ପାଇଛି ।

୧୯୭୧ରେ ଜନ୍ମ ହାର ୩୬.୯ ପ୍ରତିଶତ ଥିଲା, ଯାହା ୨୦୨୦ରେ ୧୯.୫ ପ୍ରତିଶତକୁ ଖସି ଆସିଥିଲା। ଗତ ପାଞ୍ଚ ଦଶନ୍ଧି ମଧ୍ୟରେ ଗ୍ରାମାଞ୍ଚଳରେ ଜନ୍ମ ହାର ସହରାଞ୍ଚଳ ତୁଳନାରେ ଅଧିକ ରହିଛି। ଗତ ଦଶନ୍ଧିରେ ଜନ୍ମ ହାର ପ୍ରାୟ ୧୧ ପ୍ରତିଶତ ହ୍ରାସ ପାଇଛି। ୨୦୧୧ ରେ ଏହା ୨୧.୮ ପ୍ରତିଶତରୁ ୨୦୨୦ ରେ ୧୯.୫ ପ୍ରତିଶତରେ ପହଞ୍ଚିଛି। ଗ୍ରାମାଞ୍ଚଳରେ ଏହା ୨୩.୩ ପ୍ରତିଶତରୁ ୨୧.୧ ପ୍ରତିଶତ ହୋଇଛି। ଫଳରେ ଗ୍ରାମାଞ୍ଚଳରେ ଏହା ପ୍ରାୟ ୯ ପ୍ରତିଶତ ହ୍ରାସ ପାଇଛି। ସେହିପରି ସହରାଞ୍ଚଳରେ ଏହା ୧୭.୬ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri