ପୃଥିବୀରେ ୬ ଜଣରେ ଜଣେ ବନ୍ଧ୍ୟାତ୍ୱର ଶିକାର…

ଜେନେଭା,୪।୪ : ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମଙ୍ଗଳବାର ଏକ ନୂତନ ରିପୋର୍ଟ ପ୍ରକାଶ କରିଛି। ବିଶ୍ୱସ୍ତରରେ ୬ ଜଣଙ୍କ ମଧ୍ୟରୁ ଜଣେ ବନ୍ଧ୍ୟାତ୍ୱର ଶିକାର ହୋଇଥିବା ରିପୋର୍ଟରେ ଉଲ୍ଳେଖ କରାଯାଇଛି। ସଂଗଠନ କହିଛି ଯେ ବୟସ୍କ ଜନସଂଖ୍ୟାର ପ୍ରାୟ ୧୭.୫ ପ୍ରତିଶତଙ୍କଠାରେ ବନ୍ଧ୍ୟାତ୍ୱ ସମସ୍ୟା ରହିଛି। ଏନେଇ ଲୋକେ ଶସ୍ତା ଏବଂ ଗୁଣାତ୍ମକ ଚିକିତ୍ସା ଆବଶ୍ୟକ କରନ୍ତି।

ଉଚ୍ଚ ଆୟକାରୀ ଦେଶରେ ଏହି ହାର ୧୭.୮ ପ୍ରତିଶତ ରହିଛି। ମଧ୍ୟମ ଏବଂ ସ୍ବଳ୍ପ ଆୟକାରୀ ଦେଶରେ ଏହା ୧୬.୫ ପ୍ରତିଶତ ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟସସ କହିଛନ୍ତି ଯେ ବନ୍ଧ୍ୟାତ୍ୱ ଭେଦଭାବ କରେ ନାହିଁ। ବନ୍ଧ୍ୟାତ୍ୱ ଦ୍ୱାରା ପ୍ରଭାବିତ ବ୍ୟକ୍ତିଙ୍କ ପାଇଁ ଏହା ପ୍ରଜନନ ଯତ୍ନର ଆବଶ୍ୟକତାକୁ ପ୍ରତିଫଳିତ କରିଥାଏ। ସନ୍ତାନସନ୍ତତି ନହେବା ଏକ ବାଧା ସୃଷ୍ଟି କରିଥାଏ। ଏହା ଲୋକଙ୍କୁ ମାନସିକ ସ୍ତରରେ ପ୍ରଭାବିତ କରିଥାଏ।

ବନ୍ଧ୍ୟାତ୍ୱକୁ ରୋକିବା ଏବଂ ଚିକିତ୍ସା ପାଇଁ ଆଇଭିଏଫ ପରି ଟେକ୍ନୋଲୋଜି ବହୁତ ମହଙ୍ଗା। ଏଥି ସହିତ, ବହୁତ ସୀମିତ ହୋଇଥିବାରୁ, ଏହା ମଧ୍ୟ ଅନେକ ଲୋକଙ୍କ ପାଖରେ ପହଞ୍ଚିପାରେ ନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଅଧିକାରୀ ପାସ୍କାଲ ଏଲୋଟେ କହିଛନ୍ତି ଯେ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଏହାର ଚିକିତ୍ସା ଅତ୍ୟନ୍ତ ମହଙ୍ଗା ହୋଇଥାଏ। ଏଭଳି ଖର୍ଚ୍ଚ ପ୍ରଭାବିତ ବ୍ୟକ୍ତିଙ୍କ ପାଇଁ ଚିକିତ୍ସା କରିବା ବେଳେବେଳେ ଅସମ୍ଭବ ମଧ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri