Advertisement

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ପାଟଣା,୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ବିଟ୍‌ ମାଧପୁର ଗ୍ରାମ ନାଏକ ସାହିର ଜଣେ ବ୍ୟକ୍ତି ରବିବାର ବାରହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଉପେନ୍ଦ୍ର ନାଏକ(୫୫)। ଗୁରୁତର ଅବସ୍ତାରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଉପେନ୍ଦ୍ର ସକାଳୁ ବିଲକୁ ଯାଇଥିବା ବେଳେ ନିକଟ ଜଙ୍ଗଲରୁ ଏକ ବାର୍‌ହା ଆସି ତାଙ୍କୁ ଆକ୍ରମଣ କରିଥିଲା। ଏଥିରେ ତାଙ୍କ ଦେହରେ ଗଭୀର କ୍ଷତ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮୫ କୋଟିରେ ନିର୍ମାଣ ହେବ ନୂତନ ଜାନିବିଲି ବ୍ୟାରେଜ

ଧରାକୋଟ,୬ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଲାଇଫ ଲାଇନ ଭାବରେ ପରିଗଣିତ ଜାନିବିଲି ଅନିକଟ। ବ୍ରିଟିଶ ମାନେ ୧୮୯୧ରେ ଜିଲାର ଜଳ ସେଚନ ଓ ବ୍ରହ୍ମପୁର ସହରର ପିଇବା...

ଆଗକୁ ରାଖୀ, ଏବେଠୁ ଦୋକାନରେ ଜମୁଛି ଭିଡ଼

ଉମରକୋଟ, ୮।୬(ସ୍ବ.ପ୍ର.): ହିନ୍ଦୁ ପରମ୍ପରା ଅନୁଯାୟୀ ବାର ମାସରେ ତେର ପର୍ବ ପାଳିତ ହୋଇଥାଏ। ଭାଇଭଉଣୀଙ୍କ ସ୍ନେହ ପ୍ରୀତିର ବନ୍ଧନ ହେଉଛି ରାଖୀ। ଏହାକୁ ଖୁବ୍‌...

ରାଜପଥ ପାର୍ଶ୍ୱ ହୋଟେଲରେ ଚଢାଉ

ଜଳେଶ୍ୱର, ୨୪ା୧୧(ଡି.ଏନ.ଏ.)-ଜଳେଶ୍ୱର ନିକଟ ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ବିଭିନ୍ନ ହୋଟେଲରେ ଦେହ ବ୍ୟବସାୟ ଚାଲିଥିବା ଖବରପାଇ ରବିବାର ସକାଳେ ପୋଲିସ...

ନିର୍ଣ୍ଣାୟକ ହେବେ ଅଘୋଷିତ ମେଣ୍ଟ

ଯାଜପୁର ଅଫିସ,୭ା୨: ଆଉ ମାତ୍ର ୯ ଦିନ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ନାମାଙ୍କନ ଦାଖଲ ପୂର୍ବରୁ ଲୋକଙ୍କ ମୁହଁରେ...

ଚାଲିପାରୁନି ସରକାରୀ ସମୁଦ୍ର ଘୋଡ଼ା

ପାରାଦୀପ,୧୭ା୬(ସ୍ବ.ପ୍ର.): ସମୁଦ୍ରରେ ବହିରାଗତ ମତ୍ସ୍ୟଜୀବୀଙ୍କୁ ଯାଞ୍ଚ, ସାମୁଦ୍ରିକ ପାଟ୍ରୋଲିଂ, ଉପକୂଳ ମିଳିତ ସମରାଭ୍ୟାସ, ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା, ବିପଦରେ ଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର, ଆଦି...

ଅଜଣା ରୋଗ କବଳରେ ନିକିତା: ବଙ୍କେଇଯାଉଛି ଶରୀର, ଚିକିତ୍ସାରେ ଅର୍ଥ ସାଜିଛି ବାଧକ; ସହାୟତା ଅପେକ୍ଷାରେ ପରିବାର

ବରଗଡ଼ ଅଫିସ୍‌,୧୨।୫- ଶିଶୁକନ୍ୟାର ନାଁ ନିକିତା। ବୟସ ଏକବର୍ଷ। ବରଗଡ଼ ଜିଲା ପାଇକମାଲ ଥାନା ଯୋଗୀନ୍ଦ୍ରନାଥପୁର ଗ୍ରାମର ମା ଭାନୁମତୀ ଓ ବାପା ଉଦ୍ଧବ ଗୁଣ୍ଡିଙ୍କ...

ଅନୁମତି ନ ଥାଇ ତିଆରି କରିଥିଲା ଓଏସ୍‌ଆର୍‌ଟିସି : ଭଙ୍ଗାଗଲା ବେଆଇନ ପାଚେରି

ଢେଙ୍କାନାଳ ଅଫିସ, ୮।୬- ଢେଙ୍କାନାଳ ମହିଷାପାଟ ପଡ଼ିଆରେ ପ୍ରସ୍ତାବିତ ନୂତନ ବସଷ୍ଟାଣ୍ଡ ଜମିରେ ରେକର୍ଡ ନ ଥାଇ ଓଏସ୍‌ଆର୍‌ଟିସି ପକ୍ଷରୁ ନିର୍ମିତ ପାଚେରିକୁ ଶୁକ୍ରବାର ଜିଲା...

ଇଭିଏମ୍‌ ଭଙ୍ଗାରୁଜା ଘଟଣା: ନୀଳମଣିଙ୍କ ଜାମିନ ଶୁଣାଣି ୨କୁ ଘୁଞ୍ଚିଲା

ଭଞ୍ଜନଗର/ସୋରଡା,୨୬।୪ (ଡି.ଏନ.ଏ.)- ସୋରଡା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ ଇଭିଏମ୍‌ ମେଶିନ ଭାଙ୍ଗିବା ଅଭିଯୋଗରେ ଗତ ୧୮ ତାରିଖରୁ ସୋରଡା ଜେଲରେ...

Advertisement
Archives

Model This Week