ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଝୁମ୍ପୁରା,୨୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ବାଲିବନ୍ଧ ଫରେଷ୍ଟ ଲକ୍ଷ୍ମୀପଶି ବିଟ୍‌ ମହାଦେବପୁର ଜଙ୍ଗଲରେ ଶୁକୁବ୍ରାର ଏକ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ମହାଦେବପୁରର ବଙ୍ଗଲ ମୁଣ୍ଡା (୫୫)। ତାଙ୍କୁ ଚିକିତ୍ସା ନିମନ୍ତେ ଝୁମ୍ପୁରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ବଙ୍ଗଲ ୫ ଗ୍ରାମବାସୀଙ୍କ ସହ ଶୁଖିଲା ଜାଳ କାଠ ସଂଗ୍ରହ ପାଇଁ ଜଙ୍ଗଲକୁ ଯାଇଥିଲେ। ଜଙ୍ଗଲରୁ ଜାଳ ସଂଗ୍ରହ ସମୟରେ ଏକ ଭାଲୁ ବଙ୍ଗଲଙ୍କୁ ଆକ୍ରମଣ କରିଥିଲା। ଅନ୍ୟମାନେ ବାଡ଼ି ସହାୟତାରେ ଭାଲୁକୁ ଘଉଡ଼ାଇଥିଲେ। ପରେ ବଙ୍ଗଲଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଖବର ପାଇ ବାଲିବନ୍ଧ ଫରେଷ୍ଟର ବୁଲୁ ନାହକ ପହଞ୍ଚତ୍ ଆହତଙ୍କ ସମସ୍ତ ଚିକିସତ୍ା ଖର୍ଚ୍ଚ ବନ ବିଭାଗ ବହନ କରିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri