ଚାଇନା ବସ୍‌ରେ ବିସ୍ଫୋରଣ: ଜଣେ ମୃତ ୪୨ ଆହତ

ବେଜିଂ,୧୩ ।୨: ଚାଇନାର ଲିଆଓନିଂ ଅଞ୍ଚଳରେ ଥିବା ସେନୟାଙ୍ଗ ସହରରେ ବସରେ ଏକ ବିସ୍ଫୋରଣ ହୋଇଛି । ଶନିବାର ହୋଇଥିବା ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୨ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଗୁରୁତର ରହିଛନ୍ତି । ବିସ୍ଫୋରଣର କାରଣ ଓ ଏଥିପାଇଁ କିଏ ଦାୟୀ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ଜିସାଟ୍‌-୩୦ର ହେବ ଉତ୍‌କ୍ଷେପଣ: ୧୫ ବର୍ଷ ପାଇଁ କରିବ କାର୍ଯ୍ୟ

ସାୟେନି,୧୬।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଶୁକ୍ରବାର ମହାକାଶକୁ ଜିସାଟ୍‌-୩୦ ଉତ୍‌କ୍ଷେପଣ କରାଯିବ। ଏହା ଦ୍ୱାରା ଟେଲିଭିଜନ ପ୍ରସାରଣ, ପାଣିପାଗ ସୂଚନା ଆଦି...

ଉଡ଼ନ୍ତା ବିମାନରେ ମହିଳା ପାଇଲଟଙ୍କ ସହ କ୍ୟାପଟେନ୍‌ କଲେ ଏମିତି, କୋର୍ଟ ଦେଲେ ଏପରି ରାୟ

ଓ୍ବାଶିଂଟନ,୩୦ା୫: ଆମେରିକାରେ ଏକ ଉଡ଼ନ୍ତା ବିମାନରେ ଜଣେ ମହିଳା ପାଇଲଟଙ୍କ ସାମ୍ନାରେ କ୍ୟାପଟେନ୍‌ ଖରାପ ଆଚରଣ ପ୍ରଦର୍ଶନ କରିଥିଲେ। ଫଳରେ ଅଭିଯୁକ୍ତ କ୍ୟାପଟେନଙ୍କୁ ବର୍ଷେ ପାଇଁ...

ହଂକଂ ପ୍ରତ୍ୟର୍ପଣ ବିଲ୍‌ ପ୍ରତ୍ୟାହୃତ

ହଂକଂ,୨୪ା୧୦(ଏଏଫ୍‌ପି): ହଂକଂରେ ୫ ମାସ ଧରି ବିକ୍ଷୋଭର କାରଣ ସାଜିଥିବା ବିବାଦୀୟ ପ୍ରତ୍ୟର୍ପଣ ବିଲ୍‌କୁ ବୁଧବାର ପ୍ରତ୍ୟାହାର କରାଯାଇଛି। ଲେଜିସ୍‌ଲେଟିଭ୍‌ କାଉନ୍‌ସିଲରେ ଏହି ନିଷ୍ପତ୍ତି ନିଆଯାଇଥିଲେ...

ନ୍ୟୁଜ ଆଙ୍କରଙ୍କୁ ତାଲିବାନର ଧମକ: ଭିଡିଓ ଭାଇରାଲ

କାବୁଲ,୨୦ ।୮: ଆଫଗାନିସ୍ତାନରେ ତାଲିବାନ ପ୍ରବେଶ କରିବା ପରେ ଏବେ ସେଠାରେ ଖାଲି ଭୟର ବାତାବରଣ । ଆଫଗାନିସ୍ତାନବାସୀ ଏବେ କୌଣସି ପ୍ରକାରେ ଦେଶ ଛାଡି...

କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ

ଓ୍ବାଶିଂଟନ,୧୬ା୬: ଅନ୍ତର୍ଜାତୀୟ ରାଜନୀତିରେ ସମ୍ପର୍କକୁ ନେଇ ଏକ ପ୍ରବାଦ ଅଛି ଯେ ‘କେହି କାହାର ସ୍ଥାୟୀ ବନ୍ଧୁ ନୁହନ୍ତି କିମ୍ବା ସ୍ଥାୟୀ ଶତ୍ରୁ ନୁହନ୍ତି’। ଆମେରିକାର...

ୟୁକ୍ରେନ୍‌ କ୍ଷେପଣାସ୍ତ୍ର ମାଡ଼ରେ ୪୦୦ ରୁଷୀୟ ସୈନ୍ୟ ନିହତ

ମସ୍କୋ,୩ା୧:ୟୁକ୍ରେନ୍‌ର କ୍ଷେପଣାସ୍ତ୍ର ମାଡ଼ରେ ରୁଷିଆର ପାଖାପାଖି ୪୦୦ ସୈନ୍ୟ ନିହତ ହୋଇଥିବା ସୋମବାର କିଭ୍‌ ଦାବି କରିଛି। ପୂର୍ବ ୟୁକ୍ରେନ୍‌ରେ ଥିବା ରୁଷୀୟ ସୈନ୍ୟଙ୍କ କ୍ୟାମ୍ପ...

ଇମ୍ରାନ ଖାଁଙ୍କ ସମ୍ପର୍କିତ ଖବର ପ୍ରସାରରେ ପ୍ରତିବନ୍ଧକ ଲଗାଇଲେ ପାକିସ୍ତାନ ସରକାର

ଇସଲାମାବାଦ,୨୧ ।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଶହବାଜ ସରକାରଙ୍କୁ ଟାର୍ଗେଟ କରିଥିବା ଇମ୍ରାନଙ୍କ ବିରୋଧରେ...

୧୫ରେ ବନ୍ଦ ହେବ ଇଣ୍ଟରନେଟ୍‌ ଏକ୍ସପ୍ଲୋରର

ଓ୍ବାଶିଂଟନ୍‌, ୧୩ା୬: ମାଇକ୍ରୋସଫ୍ଟର ସର୍ବପୁରାତନ ବ୍ରାଉଜର ଇଣ୍ଟରନେଟ୍‌ ଏକ୍ସପ୍ଲୋରର (ଆଇଇ) ଦୀର୍ଘ ୨୭ ବର୍ଷ ଧରି ସେବା ପ୍ରଦାନ ପରେ ଆସନ୍ତା ୧୫ ତାରିଖରେ ବନ୍ଦ...

Advertisement
Archives

Model This Week