ହାତୀ ଆକ୍ରମଣରେ ଜଣେ ମୃତ

ଦେବଗଡ,୨୪।୧୧(ଡି.ଏନ୍‌.ଏ.): ଦେବଗଡ ଥାନା କାଳକାଠ ଗ୍ରାମ କିସାନ ସାହିର ୬୦ ବର୍ଷିୟ ଚେରୁ କିସାନଙ୍କୁ ଦଳି ଦେଲା ଦନ୍ତା ହାତୀ। ମଙ୍ଗଳବାର ବିଳମ୍ବିତ ରାତି ୩ଟା ସମୟରେ ବାଡ ଭାଙ୍ଗି ଚେରୁଙ୍କ ଘର ଭିତରକୁ ହାତୀ ପଶିବାକୁ ଉଦ୍ୟମ କରୁଥିଲା। ଏଥିରେ ଭୟଭୀତ ହୋଇ ଚେରୁ ଘର ଭିତରୁ ଦୌଡି ବାହାରକୁ ଯାଉଥିବା ବେଳେ ଦନ୍ତା ହାତୀଟି ତାଙ୍କୁ କଚାଡି ମାରିଦେଇଛି। ଘଟଣାସ୍ଥଳରେ ଦେବଗଡ ରେଞ୍ଜର ଦେବଦତ୍ତ ନନ୍ଦ ଓ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri