Posted inଜାତୀୟ

ଭୋଟ ଦେଇ ପାରିବେ ଏକ ଲକ୍ଷ ଶରଣାର୍ଥୀ

ଜମ୍ମୁ,୫ ।୧୧: ଜମ୍ମୁ-କଶ୍ମୀର ଜିଲା ବିକାଶ ପରିଷଦର ଅଷ୍ଟମ ପର୍ଯ୍ୟାୟ ନିର୍ବାଚନ ପାକିସ୍ତାନୀ ଶରଣାର୍ଥୀଙ୍କ ମୁହଁରେ ହସ ଫୁଟାଇଛି । ୭ ଦଶକୁ ଊର୍ଦ୍ଧ୍ୱ ସମୟ ହେବ ଏମାନେ ଭୋଟ ଦାନରୁ ବଞ୍ଚିତ ଥିବା ବେଳେ ଏଥର କିନ୍ତୁ ପଞ୍ଚାୟତ ସ୍ତରୀୟ ନିର୍ବାଚନରେ ଏମାନେ ଭୋଟ ଦେଇପାରିବେ ବୋଲି ଜଣାପଡିଛି । ରାଜ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ପରେ ଶରଣାର୍ଥୀ  ପରିବାରରେ ଖୁସି ଦେଖାଦେଇଛି । ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ପଶ୍ଚିମ ପାକିସ୍ତାନର ଶରଣାର୍ଥୀଙ୍କର ପାଖାପାଖି ସାଢେ ବାଇସ ହଜାର  ପରିବାର ବସବାସ କରୁଛନ୍ତି । ଏମାନଙ୍କ ଜନସଂଖ୍ୟା ଦେଢ ଲକ୍ଷରୁ ଅଧିକ ଓ ଏମାନଙ୍କ ମଧ୍ୟରେ ମତଦାତାଙ୍କ ସଂଖ୍ୟା ପ୍ରାୟ ୧ ଲକ୍ଷ । ତେବେ ସେଠାରୁ ଅନୁଚ୍ଛେଦ ୩୭୦ ହଟିଯିବା ପରେ ଏବେ ଏହି ଶରଣାର୍ଥୀମାନେ ପଞ୍ଚାୟତ ସ୍ତରର ଭୋଟ ଦେବାକୁ ଅଧିକାର ପାଇଛନ୍ତି । ଏହା ଜଣାପଡିବା ପରେ ଯୁବ ଶରଣାର୍ଥୀଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri