ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ଜୀବନ ଗଲା: ଜାତୀୟ ରାଜପଥ ଅବରୋଧ କଲେ ଲୋକେ

ବୌଦ୍ଧ,୧୬।୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ତମ ଜାତୀୟ ରାଜପଥର ସରସରା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସରସରା ଗାଁର ସୁମନ୍ତ ମହାକୁଡ। ଏପଟେ କ୍ଷତି ପୂରଣ ଦାବିରେ ଗ୍ରାମବାସୀ ଜାତୀୟ ରାଜପଥ ଅବରୋଧ କରିଥିଲେ।

ସୂଚନା ମୁତାବକ, ଶୁକ୍ରବାର ବିଳମ୍ବିତ ରାତିରେ ସରସରା ଗାଁର ସୁମନ୍ତ ମହାକୁଡ ଶୌଚ ପାଇଁ ଆସି ରାସ୍ତା ପାର୍‌ ହୋଇ ଘରକୁ ଫେରୁଥିବା ସମୟରେ କୌଣସି ଅଜଣା ଗାଡ଼ି ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ସକାଳ ସମୟରେ ଗାଁର କିଛି ଲୋକ ଶୌଚ ପାଇଁ ଆସିଥିବାବେଳେ ଦେଖି ପରିବାର ଓ ଗାଁ ଲୋକଙ୍କୁ ଖବର ଦେବା ପରେ ଗ୍ରାମର ଅଧିକାଂଶ ଲୋକ ଆସି କ୍ଷତି ପୂରଣ ଦାବିରେ ଖୋର୍ଦ୍ଧା ବଲାଙ୍ଗୀର ୫୭ତମ ଜାତୀୟ ରାଜପଥ ସରସରା ନିକଟରେ ରାସ୍ତା ଅବରୋଧ କରିଥିଲେ। ଘଟଣାସ୍ଥଳରେ ବୌଦ୍ଧ ପୋଲିସ ଓ ଅତିରିକ୍ତ ତହସିଲଦାର ପହଞ୍ଚି ଲୋକକ୍ନୁ ବୁଝାସୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ରାସ୍ତାରୋକୋ ଫଳରେ ଶହ ଶହ ଗାଡି ଅଟକି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri