Posted inଜାତୀୟ

ଜଣେ ପତ୍ନୀଙ୍କ ସହ ଦିନରେ ଜଣେ ପତ୍ନୀଙ୍କ ସହ ରାତିରେ ରହୁଥିଲେ ସ୍ବାମୀ: ମାମଲା ରୁଜୁ

ଗାନ୍ଧିନଗର,୧୬।୪: ଗୁଜରାଟର ଜଣେ ବ୍ୟକ୍ତି ଦୁଇଟି ବିବାହ କରିଥିଲେ ସୁଦ୍ଧା ଏକଥା କାହାକୁ ଜଣା ନ ଥିଲା। କାରଣ ସେ ଦିନରେ ଜଣେ ସ୍ତ୍ରୀଙ୍କ ପାଖେ ରହୁଥିବା ବେଳେ ରାତିରେ ଅନ୍ୟ ଜଣଙ୍କ ପାଖେ ରହୁଥିଲେ। ଦ୍ୱିତୀୟ ସ୍ତ୍ରୀଙ୍କୁ ଏହା ଜଣା ନ ଥିଲା। କାରଣ ଦୀର୍ଘ ୯ ବର୍ଷ ତଳେ ସେ ପ୍ରେମ ବିବାହ କରି ଘରୁ ଚାଲି ଆସିଥିଲେ। ଆଉ ଏହାପରେ ସେ ପୁଣି ଥରେ ବିବାହ କରିଥିଲେ। ନିକଟରେ ଦ୍ୱିତୀୟ ପତ୍ନୀ ଏକଥା ଜାଣିପାରି ମହିଳା ହେଲ୍ପ ଲାଇନରେ ଏ ସମ୍ପର୍କରେ ଅଭିଯୋଗ କରିଥିବା ଜଣାପଡିଛି। ଏସମ୍ପର୍କରେ ଆଗରୁ କିପରି ମହିଳା ଜଣକ ଜାଣି ପାରି ନ ଥିଲେ ବୋଲି ପ୍ରଶ୍ନ କରାଯିବାରୁ ସେ କହିଥିଲେ କି ତାଙ୍କ ସ୍ବାମୀ ନାଇଟ୍‌ ସିଫ୍ଟର ବାହାନା କରି ରାତିରେ ଅନ୍ୟଜଣଙ୍କ ପାଖରେ ରହୁଥିଲେ ତେଣୁ ସେ ଏସମ୍ପର୍କରେ କିଛି ଜାଣିପାରି ନ ଥିଲେ। ସୂଚନାଯୋଗ୍ୟ, ଉକ୍ତ ବ୍ୟକ୍ତିଙ୍କର ପ୍ରଥମ ପତ୍ନୀଙ୍କ ନିକଟରେ ଗୋଟିଏ ଅଢେଇ ବର୍ଷର ପୁଅ ଥିବା ବେଳେ ଦ୍ୱିତୀୟ ପତ୍ନୀଙ୍କ ନିକଟରେ ୫ ବର୍ଷର ପୁଅଟିଏ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Khaleda Zia Death: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ଭାରତ ସହ ଥିଲା କ’ଣ କନ୍ସେନ? ଜାଣନ୍ତୁ…

ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ...

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

ଭିଜିବ ନୂଆ ବର୍ଷ, ୫ ରାଜ୍ୟକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦେଶରେ ପ୍ରବଳ ଥଣ୍ଡା ମଧ୍ୟରେ ନୂଆ ବର୍ଷ ଆସିବାକୁ ଯାଉଛି। ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) ନୂତନ ବର୍ଷର ଗୋଟିଏ ଦିନ...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri