କରୋନାକୁ ହରାଇଲା ୧ ମାସର ଶିଶୁ, ଭାବୁକ ହେଲେ ହସ୍ପିଟାଲ କର୍ମଚାରୀ

ନୂଆଦିଲ୍ଲୀ,୧୫ ।୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି । ଏହି ସମୟରେ ସଂକ୍ରମଣ ତୁଳନାରେ ସୁସ୍ଥତା ହାର ବି ଭଲ ରହିଥିବା ଜଣାପଡିଛି । ନିକଟରେ କରୋନାରେ ସଂକ୍ରମିତ ହୋଇ ଜଣେ ୧ ମାସର ଶିଶୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଶେଷରେ ଶିଶୁଟି କରୋନାକୁ ହରାଇ ସସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ଶିଶୁଟି ଡିସଚାର୍ଜ ହେବା ସମୟରେ ଡାକ୍ତରଙ୍କ ଆଖି ଆନନ୍ଦାଶ୍ରୁରେ ଭିଜି ଯାଇଥିଲା । ଜଣେ ସ୍ୱାସ୍ଥ୍ୟକର୍ମୀ ଭିଜା ଭିଜା ଆଖିରେ ଶିଶୁଟିକୁ କୋଳରେ ଧରିଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା । ଯାହା ଉପସ୍ଥିତ ସମସ୍ତ ବ୍ୟକ୍ତିଙ୍କୁ ବି ଭାବୁକ କରି ଦେଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri