ଆଉ ଏକ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୭(ବ୍ୟୁରୋ): କରୋନା ନେଲା ଆଉ ଏକ ମୁଣ୍ଡ। ଗୁରୁବାର ପୁଣି ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ମୃତକଜଣଙ୍କ ହେଉଛନ୍ତି କଟକର ୬୭ ବର୍ଷୀୟ ବୃଦ୍ଧ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୩୭ କୁ ବୃଦ୍ଧି ପାଇଛି ।

ତେବେ ଚଳିତ ମାସରେ ୧୧ ଜଣଙ୍କ ଜୀବନ ନେଲାଣି କରୋନା । ୧୧ ମୃତକଙ୍କ ଭିତରେ ୯ ଜଣ ବରିଷ୍ଠ ନାଗରିକ ଅଛନ୍ତି । ଏପଟେ ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ନିୟନ୍ତଣରେ ଆଣିବା ଲାଗି ସ୍ବାସ୍ଥ୍ୟ ବିଭାଗ ହୋଲ ଜେନମ ସିକ୍ୱେନ୍ସିଂ କରିବା ପାଇଁ ନିର୍ଦ୍ଦେଶ ଦେଇଛି। ଏହାବ୍ୟତୀତ ଯେଉଁ ଜିଲାରେ ଟିପିଆର୍‌ ୫ ପ୍ରତିଶତ ଉପରେ ରହିଛି । ସେଠାରେ ଟେଷ୍ଟିଂ ସଂଖ୍ୟାକୁ ବଢ଼ାଇବା ଲାଗି ନିଷ୍ପତ୍ତି ନେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଶେଷ ବେଳକୁ ବିଜେଡିରେ ଥିବେ  କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା

ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri