ଆଉଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ଥିଲେ ବିଧାୟକଙ୍କ ପିଏସ୍‌ଓ

ଭୁବନେଶ୍ୱର, ୩୦। ୮ (ବ୍ୟୁରୋ): କରୋନା ମହାମାରୀରେ ୨୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀଙ୍କ ମୃତ୍ୟୁ ଘଟିଥିବାବେଳେ ଏବେ ଆଉଜଣେ କରୋନା ଯୋଦ୍ଧା ଆଖି ବୁଜିଛନ୍ତି। ସେ ହେଲେ ଭୁବନେଶ୍ୱର(ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସ୍‌ଓ) ତଥା କନ୍‌ଷ୍ଟେବଳ ଆଶିଷ ମହାକୁଳ। କିଛିଦିନ ପୂର୍ବରୁ ଆଶିଷଙ୍କ ସହ ବିଧାୟକଙ୍କ ରୋଷେୟା ଓ ଡ୍ରାଇଭର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସାମାନ୍ୟ ଲକ୍ଷଣ ଥିବାରୁ ଆଶିଷଙ୍କୁ ପ୍ରଥମେ ହାଇଟେକ୍‌ ମେଡିକାଲସ୍ଥିତ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ସମ୍‌ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ଗତ ୨୮ ତାରିଖ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଶନିବାର ଆଶିଷଙ୍କ ଉଦ୍ଦେଶ୍ୟରେ ୭ମ ବାଟାଲିୟନରେ ଶୋକ ପାଳନ କରାଯାଇ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri