ଆଉଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ଥିଲେ ବିଧାୟକଙ୍କ ପିଏସ୍‌ଓ

ଭୁବନେଶ୍ୱର, ୩୦। ୮ (ବ୍ୟୁରୋ): କରୋନା ମହାମାରୀରେ ୨୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀଙ୍କ ମୃତ୍ୟୁ ଘଟିଥିବାବେଳେ ଏବେ ଆଉଜଣେ କରୋନା ଯୋଦ୍ଧା ଆଖି ବୁଜିଛନ୍ତି। ସେ ହେଲେ ଭୁବନେଶ୍ୱର(ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସ୍‌ଓ) ତଥା କନ୍‌ଷ୍ଟେବଳ ଆଶିଷ ମହାକୁଳ। କିଛିଦିନ ପୂର୍ବରୁ ଆଶିଷଙ୍କ ସହ ବିଧାୟକଙ୍କ ରୋଷେୟା ଓ ଡ୍ରାଇଭର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସାମାନ୍ୟ ଲକ୍ଷଣ ଥିବାରୁ ଆଶିଷଙ୍କୁ ପ୍ରଥମେ ହାଇଟେକ୍‌ ମେଡିକାଲସ୍ଥିତ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ସମ୍‌ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ଗତ ୨୮ ତାରିଖ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଶନିବାର ଆଶିଷଙ୍କ ଉଦ୍ଦେଶ୍ୟରେ ୭ମ ବାଟାଲିୟନରେ ଶୋକ ପାଳନ କରାଯାଇ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ହ୍ରାସ: ବନ୍ଦ ହେବ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ କରାଯାଉଛି। ଏଥିଯୋଗୁ ରାଜ୍ୟ ଅର୍ଥନୀତି ବହୁ ମାତ୍ରାରେ ପ୍ରଭାବିତ...

ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୋମବାର ପରୀକ୍ଷା କରାଯାଇଥିବା ନମୁନା ମଧ୍ୟରୁ ଜଣଙ୍କଠାରେ କରୋନା ପଜିଟିଭ ଆସିଛି। ରାଜ୍ୟ ସ୍ବାସ୍ଥ୍ୟ...

ଶ୍ରୀଲିଙ୍ଗରାଜଙ୍କ ଚନ୍ଦନଯାତ୍ରା ବନ୍ଦ

ପୁରୁଣା ଭୁବନେଶ୍ୱର, ୨୧ା୪(ଡି.ଏନ.ଏ.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣାରଥ ଯାତ୍ରା ପରେ ଏବେ ଚନ୍ଦନ ଯାତ୍ରା...

ଯୁବ ପୁରସ୍କାରରୁ ଓଡ଼ିଶା ବାଦ୍‌

ଭୁବନେଶ୍ୱର,୨୪।୬(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପାଇଛି। କିନ୍ତୁ ଚଳିତବର୍ଷ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଥିବା ଯୁବ ପୁରସ୍କାରରେ ଓଡ଼ିଆ ଭାଷା...

୧୨ରେ ଘୂର୍ଣ୍ଣିବଳୟ: ଆଜି ୧୯ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୧।୯(ଅନୁରାଧା ମହାରଣା): ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାଶର୍‌ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ରେ ଏହା ଲଘୁଚାପରେ...

ମା ବସ୍‌ ଧକ୍କାରେ ବୃଦ୍ଧ ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୪ ରେଡ୍‌କ୍ରସ ଭବନ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ‘ମୋ ବସ୍‌’ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଏଜିର...

ଓପିଏଚ୍‌ଡବ୍ଲ୍ୟୁସି ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପଙ୍କ ୧୧.୩୫ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୨ା୬(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍‌ ଓ୍ବେଲ୍‌ଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି)ର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ କୁମାର...

ଜାନୁୟାରୀ ୨୦ରୁ ଭୁବନେଶ୍ୱର-ସୁରଟ ବିମାନ ସେବା

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ଆସନ୍ତା ବର୍ଷ ଜାନୁଆରୀ ୨୦ରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ଏୟାର ଇଣ୍ଡିଆ ନୂଆ ବିମାନ ଚଳାଚଳ କରିବ। ଏ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା...

Advertisement
Archives

Model This Week