Posted inଜାତୀୟ

ଆସିବ ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ରିପୋର୍ଟ

ନୂଆଦିଲ୍ଲୀ,୧୬ା୬: କେନ୍ଦ୍ର କ୍ୟାବିନେଟ୍‌ରେ ଆସିପାରେ ଓ୍ବାନ ନେଶନ ୱାନ ଇଲେକସନ ରିପୋର୍ଟ। ଏନ୍‌ଡିଏ ସରକାରଙ୍କ ୧୦୦ ଦିନିଆ ଯୋଜନାର ଅଂଶ ଭାବରେ ଆସନ୍ତା ସପ୍ତାହେ, ଦୁଇ ସପ୍ତାହ ମଧ୍ୟରେ ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ଉପରେ ଉଚ୍ଚସ୍ତରୀୟ କମିଟିର ରିପୋର୍ଟ କେନ୍ଦ୍ର କ୍ୟାବିନେଟରେ ଉପସ୍ଥାପନ କରିବାର ସମ୍ଭାବନା ରହିଛି। ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ଏହାକୁ ଉପସ୍ଥାପନ କରିବ।

ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ ଉଚ୍ଚସ୍ତରୀୟ କମିଟି ମାର୍ଚ୍ଚରେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁଙ୍କୁ ଏହି ରିପୋର୍ଟ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri