Posted inଖେଳ

କାହିଁକି ଲର୍ଡସରେ ଶର୍ଟ ଖୋଲିଦେଇଥିଲେ ଗାଙ୍ଗୁଲି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ତଥା ବିସିସିଆଇ ଅଧ୍ୟକ୍ଷ ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ମସିହା ଜୁଲାଇ ୮ରେ କୋଲକତାରେ ଜନ୍ମଗ୍ରହଣ କରିଥିଲେ। ଭାରତୀୟ କ୍ରିକେଟକୁ ନୂଆ ଦିଶା ଦେଇଥିବା ଗାଙ୍ଗୁଲି ବ୍ୟାଟିଂ ଜରିଆରେ ଯେତିକି ଲୋକପ୍ରିୟ ହୋଇ ନ ଥିଲେ ଅଧିନାୟକ ଭାବେ କାର୍ଯ୍ୟ ତୁଲାଇ ସେ ଅଧିକ ଲୋକପ୍ରିୟତା ହାସଲ କରିଥିଲେ। ୨୦୦୨ ଜୁଲାଇ ୧୩ ଗାଙ୍ଗୁଲିଙ୍କ କ୍ରିକେଟ କ୍ୟାରିୟରର ଐତିହାସିକ ଦିନ। ଲଡ୍ସରେ ଇଂଲଣ୍ଡ ବିପକ୍ଷରେ ନାଟଓ୍ବେଷ୍ଟ ଟ୍ରଫି ଫାଇନାଲ୍‌ ମ୍ୟାଚ୍‌ରେ ପ୍ରଥମେ ଇଂଲଣ୍ଡ ଦଳ ୩୨୬ ରନ୍‌ର ବିଜୟ ଲକ୍ଷ୍ୟ ଦେଇଥିଲା। ଏହାର ଜବାବରେ ଭାରତ ୧୪୬ ରନ୍‌ରେ ୫ଟି ଉଇକେଟ ହରାଇଥିଲା। ଏହି ସମୟରେ ଯୁବରାଜ ସିଂ ଏବଂ ମହମ୍ମଦ କୈଫଙ୍କ ସ୍ମରଣୀୟ ପାଳି ଭାରତକୁ ବିଜୟୀ କରିବାରେ ସହାୟକ ହୋଇଥିଲା। ଏହି ବିଜୟ ପରେ ଡେସିଂ ରୁମ୍‌ରେ ବସିଥିବା ଗାଙ୍ଗୁଲି ନିଜ ଶର୍ଟ ଖୋଲି ଉତ୍ସବ ପାଳିଥିଲେ।
ଗାଙ୍ଗୁଲି ହେଉଛି ଭାରତୀୟ କ୍ରିକେଟ ପରିବର୍ତ୍ତନର ବଡ ଚେହେରା। ଆଜି ଯେଉଁଠି ଟିମ ଇଣ୍ଡିଆ ି ଛିଡା ହୋଇଛି, ଗାଙ୍ଗୁଲି ଅଧିନାୟକ ଥିବାବେଳେ ଏହାର ମୂଳଦୁଆ ପକାଯାଇଥିଲା। ସେ ଦଳରେ ଲଢ଼ିବାର କରିବେଶ ସୃଷ୍ଟି କରିଥିଲେ। ଏହି ଆଧାରରେ ଟିମ ଇଣ୍ଡିଆ ଗୋଟିଏ ପରେ ଗୋଟିଏ ଅନେକ ସଫଳତାର ପାହାଚ ଚଢିଥିଲା। ସେ କେବଳ ଜଣେ ଭଲ ଅଧିନାୟକ ନୁହଁନ୍ତି ବରଂ ଜଣେ ମହାନ ବ୍ୟାଟ୍ସମ୍ୟାନ ମଧ୍ୟ ଥିଲେ। ସେ ଟେଷ୍ଟରେ ୧୬ ଶତକ ଏବଂ ଦିନିକିଆରେ ୨୨ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri