ନାଇଜରର ଗୋଟିଏ ହଷ୍ଟେଲ ସପ୍ତାହେ କଣ୍ଟେନମେଣ୍ଟ

ଖୋର୍ଦ୍ଧା ଅଫିସ,୪।୧ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଭୁବନେଶ୍ବରସ୍ଥିତ ଡିସିପି ଅଫିସରେ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବିଏମ୍‌ସି ପକ୍ଷରୁ ସିଲ କରାଯାଇଥିବା ବେଳେ ଏବେ ଜଟଣୀ ସ୍ଥିତ ନାଇଜର ଇନଷ୍ଟିଚ୍ୟୁଟରେ ଗୋଟିଏ ବ୍ଲକରୁ ୩୧ ଜଣ ଛାତ୍ରୀଛାତ୍ର ପଜିଟିଭ ଚିହ୍ନଟ ହୋଇଛନ୍ତି । କଣ୍ଟାକ୍ଟ ଟ୍ରେସିଂ ବେଳେ ଅନ୍ୟମାନଙ୍କ ରିପୋର୍ଟ ନେଗେଟିଭ ଆସିଛି । ସଂକ୍ରମିତଙ୍କୁ ସଙ୍ଗରୋଧରେ ରଖା ଯାଇଥିବା ନାଇଜରର ରେଜିଷ୍ଟ୍ରାର ଅଭୟ ନାୟକ ସୂଚନା ଦେଇଛନ୍ତି। ପରେ ଗୋଟିଏ ହଷ୍ଟେଲକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାରରୁ ଓହ୍ଲାଇ କୋଷ୍ଠରୋଗୀଙ୍କୁ ରାସ୍ତା ପାର କରାଇଲେ ଡାକ୍ତର: ଛୁଇଁଲେ କୁଷ୍ଠରୋଗ ବ୍ୟାପେ ନାହିଁ

ଚିପିଲିମା, ୪।୬ (ସ୍ବ.ପ୍ର.)କୁଷ୍ଠରୋଗୀମାନଙ୍କ ପ୍ରତି ଆମମାନଙ୍କ ଭିତରେ ଏବେ ବି ଘୃଣାଭାବ ରହିଛି। ସେମାନଙ୍କୁ ଛୁଇଁଲେ କୁଷ୍ଠରୋଗ ବ୍ୟାପେ ବୋଲି ଆମମାନଙ୍କ ଭୁଲ୍‌ ଧାରଣା ମଧ୍ୟ...

୫ ବର୍ଷର ଶିଶୁକୁ ଝୁଣି ମାରିଲେ କୁକୁରପଲ

କୋକସରା,୨୪।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଖୁଣ୍ଟିଆ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁର ଏକ ୫ ବର୍ଷର ଶିଶୁକୁ କୁକୁରପଲ ଗୋଡ଼ାଇ ଗୋଡ଼ାଇ...

ମନୋଜ ହତ୍ୟା ମାମଲା ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ

ବ୍ରହ୍ମପୁର ଅଫିସ,୨୮ା୫-ଆସିକା କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାକୁ ଇତି ମଧ୍ୟରେ ୫ ଦିନ ବିତିଛି । ପୋଲିସ ବିଭିନ୍ନ ଦିଗକୁ ଆଧାର କରି...

ଦେଢ଼ କୁଇଣ୍ଟାଲ ରକ୍ତଚନ୍ଦନ ଜବତ, ୩ ଅଟକ

ପାରଳାଖେମୁଣ୍ଡି,୧୭।୧(ଡି.ଏନ୍‌.ଏ.): ଗଜପତି ଜିଲାରେ ବନବିଭାଗକୁ ଏକ ବଡ଼ଧରଣର ସଫଳତା ମିଳିଛି। ବେଆଇନ ରକ୍ତ ଚନ୍ଦନ ଚୋରା ଚାଲାଣ ବେଳେ ଦେଢ଼ କୁଇଣ୍ଟାଲ ରକ୍ତଚନ୍ଦନ ଜବତ କରିଛି...

୭୫ ବର୍ଷ ଭିତରେ କେହି ଶିକ୍ଷିତ ହୋଇ ନ ଥିବା ଗାଁ

ପଟ୍ଟାଙ୍ଗି,୨୧ା୨(ଡି.ଏନ୍‌.ଏ.):ଶିକ୍ଷା ହିଁ ମଣିଷ ଜୀବନରେ ସର୍ବଶ୍ରେଷ୍ଠ ଆବଶ୍ୟକତା। ଶିକ୍ଷା ମଣିଷର ସାମାଜିକ ଓ ମାନସିକ ବିକାଶ ଘଟାଇଥାଏ । ଶିକ୍ଷାର ଉନ୍ନତି ଲାଗି ସରକାର ଅନେକ...

ହୀରାକୁଦ ଡ୍ୟାମ୍‌ରେ ବୁଡିଯାଇ ୨ ଅଧିକାରୀ ନିଖୋଜ, ଜଣେ ଉଦ୍ଧାର

ସମ୍ବଲପୁର,୭ା୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଝାଙ୍କରାଣୀପୀଠ ମନ୍ଦିର ଘାଟରେ ରବିବାର ଏକ ଅଘଟଣ ଘଟିଛି। ଡ୍ୟାମରେ ବୁଡିଯାଇ ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ(ଏମ୍‌ସିଏଲ୍‌ )ର ୨ଜଣ...

୨ ଦୋକାନ ସିଲ୍‌ କଲା ପ୍ରଶାସନ

ରାୟଗଡ଼ା ଅଫିସ,୨୦ା୪: କରୋନା ମୁକାବିଲା ପାଇଁ ଭାରତ ସରକାର ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧି ବଢ଼ାଇଛନ୍ତି। ମାତ୍ର ଯେଉଁ ଜିଲାରେ କରୋନା ରୋଗୀ ଚି଼ହ୍ନଟ...

କାମରେ ଲାଗୁନି ସରକାରୀ ଅର୍ଥ

ଯାଜପୁର ଅଫିସ,୨୯ା୧୦:ରାଜ୍ୟ ଗ୍ରାମ୍ୟ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀମାନଙ୍କ ପାଖରେ ଗତ ୧୯ ତାରିଖ ସୁଦ୍ଧା ୧୨ କୋଟି ୨ ଲକ୍ଷ ୪ ହଜାର ଟଙ୍କା...

Advertisement
Archives

Model This Week