ରାଉରକେଲା ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି, ୫ ମାସ ଯାଏ ସମସ୍ତ…

ରାଉରକେଲା,୧୮ା୧: ରାଉରକେଲା ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସୁଶାନ୍ତ କୁମାର ବିଶ୍ୱାଳଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ମିଳିବ। ଏନେଇ ଇଣ୍ଡିଆ ଓ୍ବାନ୍‌ ଏୟାର ସିଇଓ ପ୍ରେମ କୁମାର ଗର୍ଗ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍‌ ଏୟାର ସଂସ୍ଥାରେ ଚାକିରି ମିଳିବା ସହ ୫ ମାସ ପର୍ଯ୍ୟନ୍ତ ପରିବାରର ସମସ୍ତ ଖର୍ଚ୍ଚ ମଧ୍ୟ ସଂସ୍ଥା ଉଠାଇବ। ବିମାନ ଭଗ୍ନାବଶେଷ ୨/୩ ଦିନ ମଧ୍ୟରେ ଭୁବନେଶ୍ବର ଉଠାଇ ନିଆଯିବ।

ସୂଚନାଯୋଗ୍ୟ, ଜାନୁଆରୀ ୧୦ରେ ଜଲଦା ନିକଟରେ ଏହି ଦୁର୍ଘଟଣା ଘଟିଥିଲା, ଯେଉଁଥିରେ ଦୁଇ ପାଇଲଟଙ୍କ ସମେତ ଛଅ ଜଣ ଆହତ ହୋଇଥିଲେ। ଆହତମାନଙ୍କ ମଧ୍ୟରୁ ଅଧିକାଂଶ ସୁସ୍ଥ ହେଉଥିବା ବେଳେ ଗୁରୁତର ସୁଶାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ମୃତ୍ୟୁ ଘଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜକୁ ଖୋଲା ଧମକ ଦେଲା ଇରାନ, ଫେରିଯାଅ ନହେଲେ…

ନୂଆଦିଲ୍ଲୀ,୧୯।୪: ମଧ୍ୟପ୍ରାଚ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସମ୍ପ୍ରତି, ଇରାନର ସାମରିକ ବାହିନୀ (IRGC) ଏହି ପଥ…

ସକାଳୁ ସକାଳୁ ଭାରତର ଜାହାଜ ଉପରେ ବଡ଼ ଆଟାକ୍‌, ଦେଶରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୧୯।୪: ଇରାନ ଦ୍ୱାରା ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବା ପାଇଁ ନବୀକରଣ କରାଯାଇଥିବା ପଦକ୍ଷେପ ମଧ୍ୟରେ, ଏକ ଭାରତୀୟ ତୈଳ ଟ୍ୟାଙ୍କର୍‌ ସଫଳତାର ସହ ଏହି ଗୁରୁତ୍ୱପୂର୍ଣ୍ଣ…

ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ବାଧ୍ୟତାମୂଳକ ନିୟମ ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୯ା୪: ଆପଲ୍‌, ସାମ୍‌ସଙ୍ଗ ଓ ଅନ୍ୟାନ୍ୟ ସ୍ମାର୍ଟଫୋନ୍‌ ନିର୍ମାଣକାରୀ କମ୍ପାନୀର ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ସଂଯୋଗ କରିବା ଯୋଜନାରୁ ଓହରିଯାଇଛନ୍ତି।…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି…

ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’ ଉନ୍ମୋଚିତ

ଭୁବନେଶ୍ୱର,୧୯।୪: ଟାଇମ୍‌ପାସ୍‌ ପ୍ରକାଶନ ସଂସ୍ଥା ଦ୍ୱାରା ଭୁବନେଶ୍ୱର ବୁଦ୍ଧ ମନ୍ଦିର ଠାରେ ଆୟୋଜିତ ବହି ବିଷୁବ କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’…

ସଦିଚ୍ଛା ଥିଲେ ସଫଳତା ନିଶ୍ଚୟ ମିଳେ

ଓସିରିସ୍‌ ଏଗ୍ରିଟେଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଅଧୀନ ‘ଓଡ଼ିଶା କଫି’ର ପ୍ରତିଷ୍ଠାତା ହେଉଛନ୍ତି ପ୍ରୀତି ପଲ୍ଲବୀ ପଟ୍ଟନାୟକ। କୋରାପୁଟ କଫିର ପ୍ରଚାରପ୍ରସାର କ୍ଷେତ୍ରରେ ‘ଓଡ଼ିଶା କଫି’ର ଯଥେଷ୍ଟ ଅବଦାନ…

‘ଫେମିନା ମିସ୍‌ ଇଣ୍ଡିଆ’ ମୁକୁଟ ପିନ୍ଧିଲେ ସାଧ୍‌ଭୀ ସୈଲ୍‌

ଭୁବନେଶ୍ୱର,୧୯ା୪ (ଅନୁରାଧା ମହାରଣା): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟରେ ଶନିବାର ‘ଫେମିନା ମିସ୍‌ ଇଣ୍ଡିଆ ୨୦୨୬’ର ୬୧ତମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ଏହି…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri