କୀଟନାଶକ ପିଇ ଜଣେ ମୃତ

ପୁରୁଣା ଭୁବନେଶ୍ୱର, ୧୩।୧୦(ଡି.ଏନ୍‌.ଏ.): ପାରିବାରିକ କଳହରୁ କୀଟନାଶକ ଔଷଧ ପିଇଥିବା ଜଣେ ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ଧଉଳି ଥାନା ଅନ୍ତର୍ଗତ ଜୟପୁରପାଟଣା ଗ୍ରାମର ଶ୍ୟାମଘନ ଜେନା(୪୫)। ସୂଚନା ମୁତାବକ, କୌଣସି କାରଣକୁ ନେଇ ୧୦ଦିନ ପୂର୍ବେ ଶ୍ୟାମଘନ ଘରେ ଥିବା କୀଟନାଶକ ଔଷଧକୁ ପିଇ ଦେଇଥିଲେ। ଏହା ଜାଣିବା ପରେ ପରିବାର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ଲୁଇସରୋଡ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଚିକତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରୟ ଦେଇପାରୁନି ‘ଆଶ୍ରୟ’ ଯୋଜନା

ଅନୁଗୋଳ ଅଫିସ, ୨୯ା୭ ସହରକୁ ଆସି ବିଭିନ୍ନ ନିର୍ମାଣ କାର୍ଯ୍ୟ କରୁଥିବା ପ୍ରବାସୀ ନିର୍ମାଣ ଶ୍ରମିକମାନଙ୍କୁ ସ୍ବଳ୍ପ ଦେୟରେ ସାମୟିକ ରାତ୍ରି ରହଣିର ସୁବିଧା ଦେବାକୁ...

ଡକାୟତି ଯୋଜନା ପଣ୍ଡ : ରିଭଲଭର ଜବତ, ୩ ଗିରଫ

ଚୌଦ୍ୱାର, ୨୩ା୬(ଡି.ଏନ୍‌.ଏ.) : ଚୌଦ୍ୱାର ପୋଲିସ ୩ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ଗୋଟିଏ ଦେଶୀ ରିଭଲଭର ଓ ହୋଣ୍ଡା...

ଆଜି ଲଘୁଚାପ ସମ୍ଭାବନା: ୯ରୁ ପ୍ରବଳ ବର୍ଷା ,୨ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଜାରି...

ରାତି ପାହିଲେ ଗଛ ଚିନ୍ତା

ଭଦ୍ରକ ଅଫିସ,୧୧।୯-ପେସା ଶିକ୍ଷକତା, ନିଶା ସବୁଜବନାନୀ ସୃଷ୍ଟି କରିବା। ଶିକ୍ଷକତା ସମୟକୁ ବାଦ୍‌ ଦେଇ ଅନ୍ୟ ସମୟରେ ଗଛ ଲଗାଇଥାନ୍ତି। ତାଙ୍କର ଏଭଳି ରୁଚି ପାଇଁ...

୩୨୮ ଗଁ। ହେବ ‘ସୁନାମୀ ପ୍ରସ୍ତୁତ’

ଭୁବନେଶ୍ୱର,୧୪।୩(ବ୍ୟୁରୋ): ବାତ୍ୟା ଓ ବନ୍ୟା ପରିଚାଳନା କ୍ଷେତ୍ରରେ ବିଶ୍ୱସ୍ତରୀୟ ମାନକ ହାସଲ କରିବା ପରେ ବର୍ତ୍ତମାନ ଓଡିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓଏସ୍‌ଡିଏମ୍‌ଏ) ସୁନାମୀ ପରିଚାଳନା ପାଇଁ...

ବାହାରୁ ଆସିଲେ ଆବଶ୍ୟକ ନାହିଁ ନେଗେଟିଭ୍‌ ରିପୋର୍ଟ

ଭୁବନେଶ୍ୱର,୫।୮(ବ୍ୟୁରୋ): ଏଣିକି ବାହାର ରାଜ୍ୟରୁ ଓଡ଼ିଶାକୁ ଆସିଲେ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ କିମ୍ବା ଟିକାକରଣ ପ୍ରମାଣପତ୍ର ଆବଶ୍ୟକ ନାହିଁ। ଓଡ଼ିଶାକୁ ଆସୁଥିବା ଲୋକଙ୍କ ପାଇଁ ଲାଗୁ...

ଜୁନ୍‌ ୩୦ ସୁଦ୍ଧା ସବୁ ଗଁ।କୁ ବିଦ୍ୟୁତ୍‌

ପୁରୀ ଅଫିସ୍‌, ୧୫ା୬: ପୁରୀ ଜିଲାର ସବୁ ଅଞ୍ଚଳକୁ ଜୁନ୍‌ ୩୦ ତାରିଖ ସୁଦ୍ଧା ବିଜୁଳି ପହଞ୍ଚାଯିବ। ସ୍ନାନଯାତ୍ରାଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ପୁରୀ ସହର...

ବାସନା ଧାନରେ ମହକୁଛି ଗାଁ ଦାଣ୍ଡ

ବାରିପଦା ଅଫିସ,୧ା୧୨-ବାସନା ଧାନରେ ମହକୁଛି ଗାଁ ଦାଣ୍ଡ। ସୁଗନ୍ଧରେ ଫାଟି ପଡ଼ୁଛି ପରିବେଶ। ଯାହାଙ୍କ ପାଇଁ ଏହା ସମ୍ଭବ ହୋଇଛି ସେ ଜଣେ ମହିଳା ଚାଷୀ।...

Advertisement


Archives

Model This Week