କୀଟନାଶକ ପିଇ ଜଣେ ମୃତ

ପୁରୁଣା ଭୁବନେଶ୍ୱର, ୧୩।୧୦(ଡି.ଏନ୍‌.ଏ.): ପାରିବାରିକ କଳହରୁ କୀଟନାଶକ ଔଷଧ ପିଇଥିବା ଜଣେ ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ଧଉଳି ଥାନା ଅନ୍ତର୍ଗତ ଜୟପୁରପାଟଣା ଗ୍ରାମର ଶ୍ୟାମଘନ ଜେନା(୪୫)। ସୂଚନା ମୁତାବକ, କୌଣସି କାରଣକୁ ନେଇ ୧୦ଦିନ ପୂର୍ବେ ଶ୍ୟାମଘନ ଘରେ ଥିବା କୀଟନାଶକ ଔଷଧକୁ ପିଇ ଦେଇଥିଲେ। ଏହା ଜାଣିବା ପରେ ପରିବାର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ଲୁଇସରୋଡ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଚିକତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୌର ନିର୍ବାଚନରେ ହେବ ଇଭିଏମ୍‌ ଭୋଟିଂ: ଦୃଷ୍ଟିହୀନଙ୍କ ପାଇଁ ରହିବ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଭୋଟ ଗ୍ରହଣ ସମୟରେ ସମସ୍ତ ପ୍ରକାରର ବିଭ୍ରାଟକୁ ଏଡ଼ାଇବା ସହ ସ୍ବଚ୍ଛ, ନିରପେକ୍ଷ ଓ ସମୟ ସାପେକ୍ଷ ଭୋଟ ପାଇଁ ରାଜ୍ୟ ସରକାର ଏକ...

ପେଟ୍ରୋଲ ଢାଳି ଯୁବକଙ୍କୁ ଜାଳିଦେବାକୁ ଉଦ୍ୟମ

  ଭଞ୍ଜନଗର,୨୫।୧(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ଧୁମୁଛାଇ ଛକରେ ଶୁକ୍ରବାର ଅପରାହ୍ନ ପ୍ରାୟ ୨ଟାରେ ଜଣେ ଯୁବକଙ୍କୁ ୨ଜଣ ପେଟ୍ରୋଲ ପକାଇ ନିଅଁା ଲଗାଇ...

ସୈନିକ ସ୍କୁଲରେ ହେବ ୧୦୦ ବେଡ୍‌ ଛାତ୍ରୀ ନିବାସ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଭୁବନେଶ୍ୱର ସୈନିକ ସ୍କୁଲରେ ପ୍ରାଥମିକ ପର୍ଯ୍ୟାୟରେ ୧୦ ଜଣ ଛାତ୍ରୀଙ୍କୁ ନାମ ଲେଖାର ସୁଯୋଗ ମିଳିଛି। ଆଗମୀ ଦିନରେ ଏହି ସଂଖ୍ୟା ବଢ଼ିପାରେ। ସ୍କୁଲ...

ମେଢ଼ ଖୋଜୁଛି ମଣ୍ଡପ

ବଅଁରପାଳ,୧୮ା୯(ଡି.ଏନ.ଏ.) ପୂଜା ପାଇଲେ ଦେବଶିଳ୍ପୀ। ରୀନିନୀତି ଅନୁଯାୟୀ କରାଗଲା ଆବାହନ। ହେଲେ ନା’ ଦୂରକୁ ଶୁଭିଲା ପଣ୍ଡିତଙ୍କ ମନ୍ତ୍ରପାଠ ନା’ ଉତ୍ସବମୁଖର ହେଲା ନାଲ୍‌କୋନଗର। ପୂଜା...

ପରୀକ୍ଷାଜନିତ ଚାପ ହ୍ରାସ କରିବ ‘ପରୀକ୍ଷା ପର୍ବ’

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଆଉ ଅଳ୍ପଦିନ ରହିଲା ଦଶମ ଓ ଯୁକ୍ତ୨ ପରୀକ୍ଷା। ପରୀକ୍ଷାକୁ ନେଇ ମାତାପିତାମାନେ ଚିନ୍ତିତ ହେଉଥିବାବେଳେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଭୟ, ଅବସାଦ ଏବଂ...

ଭୁବନେଶ୍ୱର ଏମ୍‌ପିଙ୍କ ଜନଶୁଣାଣି, ଲୋକଙ୍କ ଅଭିଯୋଗ ଶୁଣିଲେ: ସମାଧାନ ପାଇଁ ପଦକ୍ଷେପ ନେଲେ

ଖୋର୍ଦ୍ଧା ଅଫିସ,୨୮ା୧୨: ଖୋର୍ଦ୍ଧା ସହରସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ଖୋର୍ଦ୍ଧା ନିର୍ବାଚନମଣ୍ଡଳୀସ୍ତରୀୟ ଜନଶୁଣାଣି ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଯୋଗଦେଇ...

ସଟ୍‌ଡାଉନ୍‌ ପାଇଁ ସମସ୍ତ ଲକ୍‌ଡାଉନ୍‌ ପାସ୍‌ ରଦ୍ଦ, ବାହାରେ ବୁଲିଲେ ଉଠାଇ ନେବ ପୋଲିସ: ଅଭୟ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଉଛି। ରାଜଧାନୀ ସହ ଭଦ୍ରକ ଏବଂ...

ବିଚ୍‌ ରାସ୍ତାରେ ଉଲଗ୍ନ କଲେ, ଉଠ୍‌ବସ କରାଇଲେ

ଉଦଳା,୯ା୧୨(ଡି.ଏନ.ଏ.)- ବିଚ୍‌ ରାସ୍ତାରେ ଯୁବକଙ୍କୁ ମାଡ଼। ତାହା ପୁଣି ରାଜ୍ୟ ରାଜପଥରେ ଶତାଧିକ ଲୋକଙ୍କ ସମ୍ମୁଖରେ। ଉଦଳା ଥାନା ପୋଲିସ୍‌ ଘଟଣାସ୍ଥଳରେ ଉପସ୍ଥିତ ଥାଇ ମଧ୍ୟ...

Advertisement
Archives

Model This Week