ଭୋଜି ଖାଇ ଫେରୁଥିଲେ, ବାଟରେ ଓଲଟିଲା ବରଯାତ୍ରୀ ଗାଡ଼ି

ଖଡିଆଳ,୭।୨(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡିଆଳ ଥାନା ସରଗାଦୀ ନୂଆପଡ଼ା ଗାଁ ନିକଟରେ ଏକ ବରଯାତ୍ରୀ ଗାଡି ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକ ହେଲେ ମୁକେଶ ବଚ୍ଛା। ଆହତଙ୍କୁ ଉଦ୍ଧାର କରି ଖଡିଆଳ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, ରବିବାର ରାତିରେ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପାତେଲପଡାର ଏକ ବରଯାତ୍ରୀ ଦଳ ସରଗାଦୀ ନୂଆପଡ଼ା ଗାଁକୁ ଆସିଥିଲେ। ବାହାଘର ଭୋଜି ଖାଇ ବିଳମ୍ବିତ ରାତିରେ ୧୫ରୁ ଉର୍ଦ୍ଧ୍ୱ ଲୋକ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ଗାଁକୁ ଫେରୁଥିଲେ। ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଘଟଣାସ୍ଥଳରେ ମୁକେଶଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଖଡିଆଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ ବାହିନୀଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?