ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ହେଲେ ଆଠମଲ୍ଲିକ ଥାନା ନୂଆଗଡ଼ ଗ୍ରାମର ପ୍ରଦୀପ ନାୟକ (୪୫)।

ଘଟଣାରୁ ଜଣାପଡ଼ିଛି ଯେ, ପ୍ରଦୀପ କୌଣସି କାମରେ ସେ ଠାକୁରଗଡ଼ ରାଜିଙ୍ଗ ଅଞ୍ଚଳକୁ ଆସିଥିଲେ। ପରେ ସେ ତାଙ୍କ ବାଇକ୍‌ ଯୋଗେ ତାଙ୍କ ନୂଆଗଡ଼ ଗ୍ରାମକୁ ଯାଉଥିବାବେଳେ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ପ୍ରଦୀପଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ଠାକୁରଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବାଇକ୍‌କୁ ଜବତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶାରୀରିକ ସମ୍ପର୍କ ରଖିବାକୁ ମନା କଲେ ସ୍ତ୍ରୀ: ଏମିତି ପଦକ୍ଷେପ ନେଲେ ସ୍ବାମୀ, ଜାଣନ୍ତୁ ଲୋମଟଙ୍କୁରା ଘଟଣା

ଦେବଗଡ଼,୧୨ା୩(ଶଶାଙ୍କ ଶେଖର ଝାଙ୍କର): ଶାରୀରିକ ସମ୍ପର୍କ ପାଇଁ ମନା କରିବାରୁ ସ୍ତ୍ରୀଙ୍କୁ ମାଡ଼ ମାରି ହାତ ଭାଙ୍ଗିବା ଅଭିଯୋଗରେ ରିଆମାଳ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଆସିଲା ସଙ୍ଗୀନ ଅଭିଯୋଗ: ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଏମିତି କରିବା ପଡ଼ିଲା ମହଙ୍ଗା

ନୂଆଦିଲ୍ଲୀ,୧୨।୩: ଟିମ ଇଣ୍ଡିଆ ଲଗାତାର ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିଛି। ଟିମ ଇଣ୍ଡିଆ ଅହମ୍ମଦାବାଦରେ ଖେଳାଯାଇଥିବା ଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ରେକର୍ଡ ତୃତୀୟ…

ଧାନବିକ୍ରି ସମସ୍ୟା ଅସମାହିତ, ଆନ୍ଦୋଳନ ତୀବ୍ର: ପାକ୍ସ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ବରଗଡ଼/ଭେଡ଼େନ,୧୨।୩(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ):ବରଗଡ଼ ଜିଲାରେ ରବି ଧାନ କିଣାବିକା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଖରିଫ୍‌ରେ…

ଯୁଦ୍ଧ ଭିତରେ ପାକିସ୍ତାନକୁ ନେଇ ଆମେରିକା କଲା ବଡ଼ ଘୋଷଣା, ବିଶ୍ୱରେ ପଡିଗଲା ଚହଳ!

ଓ଼୍ବାଶିଂଟନ,୧୨।୩: ଇରାନରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଆମେରିକାର ବୈଦେଶିକ ବିଭାଗ ପାକିସ୍ତାନର ପେଶାୱରରେ ଥିବା ଆମେରିକୀୟ କନସୁଲେଟ…

ଯୁଦ୍ଧ ବନ୍ଦ ପାଇଁ ଇରାନ ରଖିଲା ୩ ସର୍ତ୍ତ: ନ ମାନିଲେ ସାରା ବିଶ୍ୱରେ ପଡ଼ିବ ପ୍ରଭାବ

ମସ୍କୋ,୧୨।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ୧୩ ଦିନ ଧରି ଚାଲିଛି। କିନ୍ତୁ ଏହା ବନ୍ଦ ହେବାର କୌଣସି ସଙ୍କେତ ନାହିଁ। ସମଗ୍ର ମଧ୍ୟପ୍ରାଚ୍ୟରେ ଇରାନର…

ଭାରତକୁ ଫେରୁଥିବା ଜାହାଜ ଉପରେ ବଡ଼ ଆଟାକ୍‌, ଅନେକ ଭାରତୀୟଙ୍କ…

ନୂଆଦିଲ୍ଲୀ,୧୨।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷରେ ଦୁଇଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ନିଖୋଜ ଅଛନ୍ତି। ଭାରତ…

ପ୍ରେମିକଙ୍କୁ ବିବାହ କଲେ ଭାଇରାଲ ଗର୍ଲ ମୋନାଲିସା: ବାପାଙ୍କ ନାଁରେ ଆଣିଲେ ସାଂଘାତିକ ଅଭିଯୋଗ

ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ସେ ପ୍ରେମିକ ଫରମାନ ଖାନଙ୍କୁ ବିବାହ କରିଛନ୍ତି। ମୋନାଲିସା ଅରୁମାନୁର ମନ୍ଦିରରେ ଫରମାନଙ୍କୁ ବିବାହ କରିଥିଲେ।…

ଯୁଦ୍ଧ ଭିତରେ ଚାଇନା ପାଇଁ ଭାରତ କଲା ଏମିତି କାମ, କାବା ହେଇଗଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୨।୩: ନୂଆଦିଲ୍ଲୀର ନିବେଶ ସଚିବ କହିଛନ୍ତି ଯେ ଭାରତ ଏକ ଫାଷ୍ଟ-ଟ୍ରାକ ଅନୁମୋଦନ ବ୍ୟବସ୍ଥା ମାଧ୍ୟମରେ ଅଧିକ କ୍ଷେତ୍ରରେ ଚାଇନା ନିବେଶକୁ ଅନୁମତି ଦେବ। ଅମରଦୀପ ସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri