ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ, ଶ୍ୟାମାକାଳୀ ଯୁବକ ସଂଘର ସାହାଯ୍ୟ

ଛତ୍ରପୁର,୧୯।୧୦: ଗଞ୍ଜାମ ଜିଲ୍ଲାର ବଡମାଧପୁରରେ ଏକ ଦୁର୍ଘଟଣାରେ ରାମ କେଳା ନାମକ ଜଣେ ଅନୁସୂଚିତ ଜାତିର ଦରିଦ୍ର ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ସେ ରାସ୍ତାରେ ଯାଉଥିବା ବେଳେ ଏକ ସ୍କୁଟି ଧକ୍କା ଦେଇଥିଲା, ଫଳରେ ସେ ଗୁରୁତର ଆହତ ହୋଇ ଛତ୍ରପୁର ମେଡିକାଲରେ ମୃତ୍ୟୁବରଣ କରିଥିଲେ। ପୋଲିସ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଛି।

ରାମଙ୍କ ଦରିଦ୍ର ପରିବାର ଶବ ଦାହ ପାଇଁ ଖର୍ଚ୍ଚ କରିବାକୁ ଅସମର୍ଥ ଥିଲେ। ଏହି ଦୁଃଖଦ ସମୟରେ ଶ୍ୟାମାକାଳୀ ଯୁବକ ସଂଘର ସଭାପତି ଏସ୍‌. ଯୁଧିଷ୍ଠିର ରେଡ୍ଡୀ, ସମ୍ପାଦକ ଶିବ ରଞ୍ଜନ ସାହୁ ଓ ଅନ୍ୟ ସଦସ୍ୟମାନେ ଆଗେଇ ଆସି ଶବ ଦାହ ବ୍ୟବସ୍ଥା କରିଛନ୍ତି ଓ ପରିବାରକୁ ଅର୍ଥିକ ସହାୟତା ଦେଇଛନ୍ତି। ସଂଘ କହିଛି, “ମାନବତା ଓ ସେବା ଆମର ମୁଖ୍ୟ ଲକ୍ଷ୍ୟ। ଆବଶ୍ୟକ ସ୍ଥାନରେ ଆମେ ଲୋକଙ୍କ ପାଖରେ ଥାଉ।” ଏହି ମାନବିକ କାର୍ଯ୍ୟକୁ ଗ୍ରାମବାସୀ ଓ ଅଧିକାରୀମାନେ ପ୍ରଶଂସା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri