ଚିନ୍ତା ବଢାଉଛି ଓମିକ୍ରନ୍‌ର ପ୍ରଥମ ମୃତ୍ୟୁ

ଲଣ୍ଡନ,୧୪ ।୧୨: କରୋନା ଭାଇରସର ନୂଆ ଓମିକ୍ରନ୍ ଭାରିଏଣ୍ଟ ଏବେ ପାଖାପାଖି ୬୩ ଦେଶକୁ ବ୍ୟାପି ସାରିଲାଣି । ଏହାର ଦ୍ରୁତ ସଂକ୍ରମଣ ଲୋଙ୍କୁ ଡରାଇ ଦେଇଥିବା ବେଳେ ଏହାକୁ ହାଲକା ଭାବେ ନ ନେବାକୁ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି । ସୋମବାର ବ୍ରିଟେନରେ ପ୍ରଥମ ଓମିକ୍ରନ୍ ସଂକ୍ରମିତଙ୍କ ମୃତ୍ୟୁ ହେବା ପରେ ଏବେ ଏହା ବିଶ୍ୱ ପାଇଁ ଏକ ସତର୍କ ଘଣ୍ଟି ବୋଲି କୁହାଯାଉଛି । ବ୍ରିଟେନରେ ଜଣେ ଓମିକ୍ରନ୍ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଥିଲେ ପ୍ରଧାନମନ୍ତ୍ରୀ ବୋରିସ ଜନସନ । ଏହାକୁ ନେଇ ସେ ଦୁଃଖ ପ୍ରକାଶ କରିବା ସହ ଓମିକ୍ରନ୍‌କୁ ଏବେ ଆଉ ହାଲକା ଭାବେ ଗ୍ରହଣ ନ କରିବାକୁ ସେ ପରାମର୍ଶ ଦେଇଥିଲେ । କାରଣ ଏହା ଦ୍ରୁତ ଗତିରେ ବ୍ୟାପୁଥିବାରୁ ଏହାର ଭୟାବହତା ବହୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି । ତେଣୁ ସମସ୍ତେ କରୋନାର ପୂର୍ବ ନିୟମକୁ କଡାକଡି ଭାବେ ପାଳନ କଲେ ଆମେ ଓମିକ୍ରନ୍‌କୁ ହରାଇ ପାରିବା ବୋଲି ସେ କହିଛନ୍ତି । ଏହାକୁ ନେଇ ଏବେ ବିଭିନ୍ନ ଓମିକ୍ରନ୍ ସଂକ୍ରମିତ ଦେଶ ସତର୍କ ହୋଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ବିଶ୍ୱଯୁଦ୍ଧ ଚେତାବନୀ ଦେଲେ ଜେଲେନସ୍କି

କିଭ୍‌,୨୧।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ରକ୍ତାକ୍ତ ଯୁଦ୍ଧ ପ୍ରାୟ ଏକ ବର୍ଷ ଧରି ଚାଲିଛି। ବର୍ତ୍ତମାନ ଯୁଦ୍ଧ ଶେଷ ହେବାର କୌଣସି ସୂଚନା ମଧ୍ୟ...

ସକ୍ରିୟ ମାମଲା-ଦୈନିକ ସଂକ୍ରମଣ ତଳ ମୁହାଁ…

ନୂଆଦିଲ୍ଲୀ, ୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ପୁଣି ଚେତାବନୀ ଦେଲେ ପୁଟିନ

ମସ୍କୋ,୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାଶ୍ଚାତ୍ୟ ଦେଶଗୁଡିକୁ ପୁଣି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ପାଶ୍ଚାତ୍ୟ ଦେଶଗୁଡିକ ୟୁକ୍ରେନକୁ ଦୂର ଦୂରଗାମୀ କ୍ଷେପଣାସ୍ତ୍ର...

ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ

ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍‌ ଫଙ୍ଗସ୍‌...

ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୭୪କୁ ବୃଦ୍ଧି ପାଇଛି। ୬ ମୃତକଙ୍କ...

ଥିଏଟରକୁ ରୁଷିଆର ଟାର୍ଗେଟ

କ୍ୱିଭ୍‌, ୧୮ା୩:ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ସାଧାରଣ ନାଗରିକଙ୍କ ସୁରକ୍ଷାକୁ ଗୁରୁତ୍ୱ ନ ଦେଇ ରୁଷୀୟ ସୈନ୍ୟ ଯେକୌଣସି...

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ ଛୁଇଁଲା

ବାଲେଶ୍ୱର ଅଫିସ,୨୨ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି...

କରୋନା ପଜିଟିଭ୍ ଚିହ୍ନଟ ପାଇଁ ଭାରତୀୟ ବୈଜ୍ଞାନିକ ତିଆରି କଲେ ପେପର ଷ୍ଟ୍ରିପ୍ କିଟ୍‌: ମାତ୍ର ୫୦୦ ଟଙ୍କାରେ ହେବ ପରୀକ୍ଷା

ନୂଆଦିଲ୍ଲୀ,୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ସଂକ୍ରମିତଙ୍କୁ ଚିହ୍ନଟ କରିବା ଯାଞ୍ଚ୍ ବ୍ୟବସ୍ଥାରେ ଅଧିକ ଲାଗୁଥିବାରୁ...

Advertisement
Archives

Model This Week