କରୋନାକୁ ନେଇ ବୋମାମାଡ଼, ଜଣେ ଆହତ

ବ୍ରହ୍ମଗିରି,୨୪ା୭(ଡି.ଏନ୍‌.ଏ.): ବ୍ରହ୍ମଗିରି ବ୍ଲକରେ ଜଣେ କରୋନା ପଜିଟିଭ୍‌ ବାହାରିବା ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ ବୋମାମାଡ଼ରେ ଜଣେ ଆହତ ହୋଇଛନ୍ତି। ଗାଁରେ ପୋଲିସ ମୁତୟନ ରହିଛି। ଏଭଳି ଘଟଣା ଘଟିଛି ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ନିଶିଭଅଁର ଗ୍ରାମରେ।
ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବ୍ରହ୍ମଗିରି ବ୍ଲକରେ ୫ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଉକ୍ତ ବ୍ଲକ ଅନ୍ତର୍ଗତ ନିଶିଭଁଅର ଗ୍ରାମର ଜଣେ ଯୁବକ ରହିଥିଲେ। ଏହି ଯୁବକଙ୍କ ସଂସ୍ପର୍ଶରେ ଆସିଥିବା ଜଣେ ଯୁବକଙ୍କୁ ଅନ୍ୟ ଗ୍ରାମରେ ବିରୋଧ କରିବା ପରେ ଏହି ଯୁବକ ଜଣଙ୍କ ତାଙ୍କ ଗ୍ରାମର ବିରୋଧୀମାନଙ୍କୁ ଗାଳିଗୁଳଜ କରିଥିଲେ। ଏହାକୁ ଆଉ ଜଣେ ବିରୋଧ କରିବାରୁ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏନେଇ ପୋଲିସ ଗୁରୁବାର ରାତିରେ ଉକ୍ତ ଯୁବକଙ୍କୁ ଉଠାଇ ନେଇଥିଲା। ଶୁକ୍ରବାର ସକାଳୁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବୋମାମାଡ଼ ହୋଇ ବିଚିତ୍ର ପ୍ରଧାନ ନାମକ ଜଣେ ବ୍ୟକ୍ତି ଆହତ ହୋଇ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଅବହେଳାରୁ ସେବାଶ୍ରମ ଛାତ୍ରୀଙ୍କ ମୃତ୍ୟୁ : ଅଭିଯୋଗ ଆଣିଲେ ପରିବାର ଲୋକେ

କୋରାପୁଟ/ନାରାୟଣପାଟଣା,୨୭।୯(ସ୍ବ.ପ୍ର/ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ଓଡିଆପେଣ୍ଠ ସେବାଶ୍ରମର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀ ଜ୍ୱରରେ ପୀଡିତ ହୋଇ ନାରାୟଣପାଟଣା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିଲେ। ତେବେ...

ବାପ୍‌ ଆରପାରେ, ମା’ ନିଖୋଜ: ନାବାଲିକ୍‌ ଉପରେ ଭାଇବହେନ୍‌କଁର ବୋଝ

କେସିଙ୍ଗା, ୪।୧୨(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଲଇତରା ପଁଚେତ୍‌ ଜୋଲକୋ ଗଁାର ଗଉଡ଼ପଡ଼ାର ସୁନୀଲ ବାଗ ଟିବି ରୋଗ୍‌ରେ ପଡ଼ି ୨୦୧୧ ସାଲେ ଆରପାରକେ ଚାଲିଯାଇଛନ୍‌।...

୨୭କୁଇଣ୍ଟାଲ ମହୁଲ ପୋଚ ନଷ୍ଟ କଲା ଅବକାରୀ ବିଭାଗ

ଜୁନାଗଡ,୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ରଣପୁର ପୋଡଚୁଆଁ ପାହାଡରେ ଦେଶୀ ହାତରନ୍ଧା ମଦ ତିଆରି ହେଉଥିବା ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ଚଢାଉ...

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ସୁନାବେଶ : ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ବାରିପଦା ଅଫିସ,୧୨।୭ : ଦିତୀୟ ଶ୍ରୀକ୍ଷେତ୍ର ବାରିପଦାର ମାଉସୀ ମା’ ମନ୍ଦିରରେ ଶୁକ୍ରବାର ଠାକୁରମାନେ ଜନ୍ମବେଦିରେ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଛନ୍ତି। ଆଡ଼ପମଣ୍ଡପରେ ଠାକୁରମାନଙ୍କ ସୁନାବେଶ...

ସ୍କୁଲରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଜୁନାଗଡ଼,୩୧।୧: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଆଟିଗାଁ ସପ୍ତପଲ୍ଲୀ ବିଦ୍ୟାପୀଠରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୁତ୍ତମାନେ ସ୍କୁଲ କବାଟ ତାଲା ଭାଙ୍ଗି...

ସୁରକ୍ଷା ଖୋଜୁଛି ଶାଳ ଜଙ୍ଗଲ

କେନ୍ଦୁଝର,୪।୪(ସ୍ବ.ପ୍ର.)- କେନ୍ଦୁଝର ଜିଲାରେ ଗତ ଏକ ଦଶନ୍ଧି ହେଲା ଦ୍ରୁତ ଜଙ୍ଗଲ କ୍ଷୟ ଯୋଗୁ ବ୍ୟାପକ ଶାଳ ଜଙ୍ଗଲ ନଷ୍ଟ ହୋଇଗଲାଣି। ପ୍ରାକୃତିକ ପରିବେଶରେ ଆପେ...

ପ୍ରସ୍ତାବିତ ଟ୍ରକ ଟର୍ମିନାଲ ବିରୋଧରେ ମହିଳାଙ୍କ ବିକ୍ଷୋଭ

କୁଜଙ୍ଗ,୧୧ା୭(ସ୍ବ.ପ୍ର.): ପାରାଦୀପ ବନ୍ଦର ପକ୍ଷରୁ ଭୂତମୁଣ୍ଡାଇଠାରେ ୧୦ହଜାର ଟ୍ରକ୍‌ ରହଣୀ ପାଇଁ ଏକ ଟ୍ରକ୍‌ ଟର୍ମିନାଲ ନିର୍ମାଣ କରିବାକୁ ଉଦ୍ୟମ ଚାଲିଛି। ତେବେ ଏକ ଜନବସତି...

ଶ୍ରୀଲୋକନାଥଙ୍କ ଜାଗର ଯାତ୍ରା: ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ,୬ା୨:ଫାଲୁଗୁନ ମାସ କୃଷ୍ଣପକ୍ଷ ଏକାଦଶୀ ଅବସରରେ ବିଭିନ୍ନ ଶୈବପୀଠରେ ପଙ୍କୋଦ୍ଧାର ଏକଦଶୀ ନୀତି ପାଳନ କରାଯିବ। ସେହିପରି ଚତୁର୍ଦ୍ଦଶୀରେ ମହାଶିବରାତ୍ରୀ ବା ଜାଗର ଯାତ୍ରା...

Advertisement
Archives

Model This Week