କାର ଚକା ଫାଟି ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଛତ୍ରପୁର,୨୮।୧: ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥରେ ଗୁରୁବାର ଏକ କାର ଚକା ଫାଟିଯିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଟାଙ୍ଗୀ ଅଞ୍ଚଳର ସାଜିଦ୍‌। ସିଦ୍ଧାର୍ଥ ପଟ୍ଟନାୟକ ଏବଂ ରଜତ କୁମାର ନାହାକ ଗୁରୁତର ଆହତ ହୋଇଛନ୍ତି। ପାରଳାଖେମୁଣ୍ଡି ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ରଜତ ଛୁଟିରେ ଆସିଥିଲେ ା ଏକ କାରରେ ରଜତ, ସାଜିଦ୍‌ ଓ ସିଦ୍ଧାର୍ଥ କୌଣସି କାମରେ ଯାଉଥିବା ବେଳେ ରମ୍ଭା ଥାନା ଅଧୀନ ବିରୁଳିଗଡ଼ ଛକ ନିକଟ ଜାତୀୟ ରାଜପଥରେ ଚକା ଫାଟି ଯିବାରୁ କାରଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ୩ ଜଣ ଆହତ ହୋଇଥିଲେ। ସେମାନଙ୍କୁ ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସାଜିଦ୍‌ଙ୍କୁ ମୃତ ଘୋଷଣା କରିଥିଲେ ା ଅନ୍ୟ ଆହତ ଦ୍ୱୟଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri