Posted inଜାତୀୟ

ଓ୍ବାନ ର଼୍ୟାଙ୍କ ଓ୍ବାନ ପେନସନ ମାମଲା: ମାର୍ଚ୍ଚ ୧୫ ସୁଦ୍ଧା ବକେୟା ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୯।୧ : ୱାନ ର଼୍ୟାଙ୍କ ୱାନ ପେନସନ (ଓଆରଓପି) ନୀତି ଅନୁଯାୟୀ ପେନସନ ପ୍ରଦାନ ସମ୍ପର୍କରେ ଭାରତୀୟ ପୂର୍ବତନ ସୈନ୍ୟଙ୍କ ଦ୍ୱାରା ଦାଖଲ କରାଯାଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ରକୁ କହିଛନ୍ତି ଯେ ୱାନ ର଼୍ୟାଙ୍କ ୱାନ ପେନସନର ସମସ୍ତ ବକେୟା ଦେୟ ଶୀଘ୍ର ପ୍ରଦାନ କରାଯାଉ। ମାର୍ଚ୍ଚ ୧୫ ସୁଦ୍ଧା ଦେୟ ପ୍ରଦାନ କରାଯିବା ଉଚିତ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ୱାନ ର଼୍ୟାଙ୍କ ୱାନ ପେନସନ ସଶସ୍ତ୍ର ବାହିନୀର ସେହି କର୍ମଚାରୀମାନଙ୍କୁ ଦିଆଯାଏ ଯେଉଁମାନେ ସମାନ ଅବଧି ସେବା ସହିତ ସମାନ ପଦବୀରେ ଅବସର ଗ୍ରହଣ କରିଥାନ୍ତି । ତାଙ୍କ ଅବସର ତାରିଖ ନିର୍ବିଶେଷରେ ଏହା ବିଚାର କରାଯାଇଥାଏ। ଏନେଇ ଏଜି ଆର ଭେଙ୍କଟାରମଣି କହିଛନ୍ତି ଯେ ମୁଁ ବ୍ୟକ୍ତିଗତ ଭାବେ ଏହି ବିଷୟ ଉପରେ ନଜର ରଖିଛି ଏବଂ ଏହାକୁ ଶୀଘ୍ର ପ୍ରଦାନ କରାଯିବ। ଏଥିରେ ୨୫ ଲକ୍ଷ ପେନସନଭୋଗୀ ଅଛନ୍ତି। ତାଲିକା ଚୂଡ଼ାନ୍ତ ସ୍କ୍ରିନିଂ ପାଇଁ ମନ୍ତ୍ରଣାଳୟକୁ ଆସିଛି ଏବଂ ଏହା ପ୍ରତିରକ୍ଷା ମନ୍ତ୍ରଣାଳୟର ଅର୍ଥ ଶାଖା ପାଖରେ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri