Posted inଜାତୀୟ

ୱାନ ର଼୍ୟାଙ୍କ ୱାନ ପେନସନ ମାମଲା: ପ୍ରତିରକ୍ଷା ମନ୍ତ୍ରଣାଳୟର ସିଲ କଭର ରିପୋର୍ଟକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୦।୩ : ୱାନ ର଼୍ୟାଙ୍କ ୱାନ ପେନସନ (ଓଆରଓପି) ନୀତି ଅନୁଯାୟୀ ପେନସନ ଦେୟ ମାମଲାରେ ସୁପ୍ରିମକୋର୍ଟ ପ୍ରତିରକ୍ଷା ମନ୍ତ୍ରଣାଳୟର ଏସମ୍ପର୍କିତ ସିଲ ହୋଇଥିବା କଭର୍‌ ରିପୋର୍ଟ ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଆମେ ସିଲ ହୋଇଥିବା କଭର କିମ୍ବା ଗୋପନୀୟ ରିପୋର୍ଟ ଗ୍ରହଣ କରିବୁ ନାହିଁ। ପ୍ରଧାନ ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ ଏଜି ଭେଙ୍କରମଣିଙ୍କୁ କହିଛନ୍ତି ଯେ ସେ ସିଲ ହୋଇଥିବା ରିପୋର୍ଟ ଗ୍ରହଣ କରିବା ସିନ୍ଧାନ୍ତକୁ ବିରୋଧ କରନ୍ତି।

ଏହା ନ୍ୟାୟର ମୌଳିକ ନୀତି ବିରୁଦ୍ଧ ଅଟେ। ଆମେ ସୁପ୍ରିମକୋର୍ଟରେ ସିଲ ହୋଇଥିବା କଭର ପ୍ରକ୍ରିୟାକୁ ଶେଷ କରିବାକୁ ଚାହୁଁଛୁ, କାରଣ ଏହାଦ୍ୱାରା ହାଇକୋର୍ଟ ମଧ୍ୟ ଏହାକୁ ବ୍ୟବହାର କରିବା ଆରମ୍ଭ କରିବେ।।

ଏହାର ଏକ କପି ବିପକ୍ଷ ପକ୍ଷଙ୍କୁ ଦିଅନ୍ତୁ କିମ୍ବା ଚ୍ୟାମ୍ବରକୁ ନେଇ ସେମାନଙ୍କୁ ଜଣାନ୍ତୁ। ଏହି କ୍ଷେତ୍ରରେ କେଉଁ ଗୋପନୀୟତା ରହିଛି ? ଆମେ ବକେୟା ପୈଠ କରିବାକୁ ନିର୍ଦ୍ଦେଶ ଦେଇଛୁ। ଯାହା କାର୍ଯ୍ୟକାରୀ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri